କରୋନା ମୃତ୍ୟୁ ଛୁଇଁଲା ୪ ଲକ୍ଷ: ୬୯ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୭।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୬୯ ଲକ୍ଷ ୮୧ ହଜାର ୪୩୫ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨ ହଜାର ୨୩୭ ରହିଛି। ୩୪ ଲକ୍ଷ ୧୩ ହଜାର ୨୮୪ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା କରୋନା ଓ୍ବାଲର୍‌ଡ ମିଟର ରିପୋର୍ଟରେ ପ୍ରକାଶ ପାଇଛି। ଆମେରିକାରେ ସଂକ୍ରମିତଙ୍କ ସଂଖ୍ୟା ୧୯ ଲକ୍ଷ ୮୮ ହଜାର ୫୪୪ ଥିବାବେଳେ ମୃତକଙ୍କ ସଂଖ୍ୟା ଲକ୍ଷେ ୧୨ ହଜାର ୯୬ ଛୁଇଁଛି। ବ୍ରାଜିଲ୍‌ରେ ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୭୬ ହଜାର ୪୯୪ ରହିଥିବାବେଳେ ମୃତକଙ୍କ ସଂଖ୍ୟା ୩୬ ହଜାର ୪୪ ରହିଛି। ସେହିପରି ରୁଷ୍‌ରେ ୪ ଲକ୍ଷ ୫୮ ହଜାର ୬୮୯ ସଂକ୍ରମିତ ହୋଇଛନ୍ତି। ଏଠାରେ ମୃତକଙ୍କ ସଂଖ୍ୟା ୫,୭୨୫ ରହିିଛି। ସ୍ପେନ୍‌ରେ ୨ଲକ୍ଷ ୮୮ ହଜାର ୩୯୦ ସଂକ୍ରମିତ ହୋଇଛନ୍ତି। ଏଠାରେ କରୋନା ସଂକ୍ରମଣରେ ୨୭ ହଜାର ୧୩୫ ଜଣଙ୍କ ଜୀବନ ଯାଇଛି। ବ୍ରିଟେନରେ ମୋଟ ୨ ଲକ୍ଷ ୮୪ ହଜାର ୮୬୮ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୪୦ ହଜାର ୪୬୫ ରହିଛି। ଏହି ତାଲିକାରେ ଭାରତ ଷଷ୍ଠ ସ୍ଥାନରେ ରହିଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୭ ହଜାର ୪୦ ରହିଛି। ସେହିପରି ମୃତକଙ୍କକ ସଂଖ୍ୟା ୬ ହଜାର ୯୪୬ ଛୁଇଁଛି। ଭାରତ ପଛରେ ସପ୍ତମ ସ୍ଥାନରେ ଇଟାଲ ରହିଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୩୪ ହଜାର ୮୦୧ ରହିଛି। ଏଠାରେ କରୋନା ସଂକ୍ରମଣରେ ୩୩ ହଜାର ୮୪୬ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ଲୋହିତ ସାଗରର ପ୍ରମୁଖ ଦ୍ୱୀପ ଦଖଲକଲେ ହାଉତି ବିଦ୍ରୋହୀ

କାଏରୋ, ୧୫।୯: ଇରାନ ସମର୍ଥିତ ହାଉତି ବିଦ୍ରୋହୀମାଦେ ଦକ୍ଷିଣ ଲୋହିତ ସାଗରରେ ଅଧିକ ରଣନୈତିକ ଦ୍ୱୀପଗୁଡ଼ିକୁ କବଜା କରିଛନ୍ତି ବୋଲି ସରକାରୀ ଏବଂ ହାଉତି ଅଧିକାରୀମାନେ ସୋମବାର…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

ଟେମ୍‌ସ ନଦୀ କୂଳରେ ପ୍ରଥମ ଗଙ୍ଗା ଆରତିରେ ଅନେକ ହଜାର ସାମିଲ

ଲଣ୍ଡନ,୧୫ା୯: ଲଣ୍ଡନର ଟେମ୍‌ସ ନଦୀ କୂଳରେ ରବିବାର ପ୍ରଥମ ଥର ପାଇଁ ଅନୁଷ୍ଠିତ ଗଙ୍ଗା ଆରତିରେ ଅନେକ ହଜାର ଶ୍ରଦ୍ଧାଳୁ ଯୋଗଦେଇଥିଲେ। ଚିନ୍ମୟ ମିଶନ୍‌ର ୭୫ତମ ବାର୍ଷିକୀ…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?