କରୋନା ଯୁଦ୍ଧ: ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୧ଲକ୍ଷ ଦାନକଲେ ଅଭିନେତା ସବ୍ୟସାଚୀ

ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଲିଉଡ୍‌ ଅଭିନେତା ଓ ଅଭିନେତ୍ରୀମାନେ ଅଣ୍ଟା ଭିଡିଛନ୍ତି। ଲୋକଙ୍କୁ ସଚେତନ କରିବା ସହ ଦାନ ମଧ୍ୟ କରୁଛନ୍ତି। ଶୁକ୍ରବାର ଅଭିନେତ୍ରୀ ରାନୀ ପଣ୍ଡା ୫୦ ହଜାର ଟଙ୍କା ଦାନ କରିଥିବାବେଳେ ଶନିବାର ଅଭିନେତା ସବ୍ୟସାଚୀ ମିଶ୍ର ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୧ ଲକ୍ଷ ଟଙ୍କା ଦାନ କରିଛନ୍ତି। ସବ୍ୟସାଚୀ କହିଛନ୍ତି, ବର୍ତ୍ତମାନ ପରିସ୍ଥିତିରେ ଗରିବ ଅସହାୟଙ୍କ ପାଇଁ ଆମର କିଛି କିଛି ଦାନ ଅର୍ଥ ବେଶ୍‌ ସହାୟକ ହେବ। ତେଣୁ ସମସ୍ତେ ସରକାରଙ୍କୁ ସହଯୋଗର ହାତ ବଢାନ୍ତୁ। ଲକ୍‌ଡାଉନ୍‌ ସମୟରେ କୌଣସି ଜରୁରୀ କାମ ନ ଥିଲେ ବାହାରକୁ ବାହାରନ୍ତୁ ନାହିଁ। ଯାଉଥିଲେ ଘରକୁ ଆସି ହାତ ଧୁଅନ୍ତୁ। କରୋନା ଭୂତାଣୁ ବିରୋଧରେ ଆମେ ସମସ୍ତେ ଘରେ ରହି ଲଢେଇ କରିବାକୁ ହେବ ବୋଲି ସବ୍ୟସାଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri