କରୋନା ଯୋଗୁ ପୁଣି ବଢ଼ିଲା ସୁନା ଦାମ: ଟପିଲା ୪୩ ହଜାର

ନୂଆଦିଲ୍ଲୀ,୨୫।୨: ଚାଇନାରେ ଦେଖାଦେଇଥିବା କରୋନା ଆତଙ୍କ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏବେ ସୁନା ଦାମ ୧୦ ଗ୍ରାମ୍‌ ପିଛା ୪୩ ହଜାର ୫୯୩ ଟଙ୍କାରେ ପହଞ୍ଚିଛି। ଗତ ସପ୍ତାହରେ ସୁନା ଦାମ ୪୧ ହଜାର ୭୯୮ ଟଙ୍କାଥିବାବେଳେ ଇତିମଧ୍ୟରେ ଏହା ପୁଣି ବଢ଼ିଛି। ଏଭଳି ଧାରା ଲାଗି ରହିଲେ ମାର୍ଚ୍ଚ-ଏପ୍ରିଲ୍‌ ବେଳକୁ ସୁନା ଦାମ ୧୦ ଗ୍ରାମ ପିଛା ୪୫ ହଜାର ଟଙ୍କା ଟପିବାର ସମ୍ଭାବନା ରହିଥିବା କୁହାଯାଉଛି। କରୋନା ସଂକ୍ରମଣ ଯୋଗୁ ବ୍ୟବସାୟ ସମ୍ପୂର୍ଣ୍ଣ ମାନ୍ଦା ରହିଥିବାବେଳେ ଆମଦାନୀ ରପ୍ତାନୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଫଳରେ ଦିନକୁ ଦିନ ସୁନା ଦାମ ବଢ଼ିଚାଲିଛି। ବର୍ଷ ଶେଷ ବେଳକୁ ସୁନା ଦାମ ୧୦ ଗ୍ରାମ ପିଛା ୫୦ ହଜାର ଟଙ୍କା ଟପିବାର ସମ୍ଭାବନା ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri