କରୋନା ଯୋଦ୍ଧାଙ୍କ ଲାଗି ମାକ୍ସ, ସାନିଟାଇଜର ପ୍ରଦାନ

ଖପ୍ରାଖୋଲ, ୭ା୫(ଡି.ଏନ.ଏ.): ସାରା ଦେଶରେ କରୋନା ମୁକାବିଲା ପାଇଁ ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗ, ପୋଲିସ ସଜାଗ ରହି ଯୋଦ୍ଧା ସାଜିଛନ୍ତି। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ କାର୍ଯ୍ୟରତ କରୋନା ଯୋଦ୍ଧାଙ୍କ ପାଇଁ ସାମାଜିକ ସଂଗଠନ ଆରସିଡିସି ଓ ଏଫ୍‌ଇଏସ୍‌ ତରଫରୁ ଖପ୍ରାଖୋଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତରଣୀ ସୁନାଙ୍କୁ ୧୫ଶହ ମାକ୍ସ, ୭ଶହ ଗ୍ଲୋବ୍‌ ଏବଂ ୭୫ ଲିଟର ସାନିଟାଇଜର ପ୍ରଦାନ କରାଯାଇଛି। ଆରସିଡିସି ତରଫରୁ କୁଳମଣି ସାହୁ ସମସ୍ତ ସାମଗ୍ରୀ ପ୍ରଦାନ କରିଥିଲେ ା ସମସ୍ତ ସାମଗ୍ରୀ ବ୍ଲକର ସ୍ବାସ୍ଥ୍ୟକେନ୍ଦ୍ର, କରେନଟାଇନ ସେଣ୍ଟର ସହିତ କରୋନା ନିରାକରଣ ପାଇଁ କାମ କରୁଥିବା ପୋଲିସ୍‌ , ପ୍ରଶାସନ ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ପ୍ରଦାନ କରାଯିବ ବୋଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁନା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?