କରୋନା ଯୋଦ୍ଧାଙ୍କୁ ଧନ୍ୟବାଦ ପତ୍ର ପ୍ରଦାନ

ଖପ୍ରାଖୋଲ, ୨୨ା୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଯୋଦ୍ଧା ଭାବରେ ପ୍ରଥମ ଧାଡିରେ ରହି ଯେଉଁମାନେ ନିଜ ଜୀବନକୁ ବାଜି ଲଗାଇ ପରିବାରକୁ ଭୁଲି କାମ କରୁଛନ୍ତି ସେମାନେ ପ୍ରଶଂସନୀୟ। ଏହି ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ଭାଜପା ମଣ୍ଡଳ ତରଫରୁ କରୋନା ଯୋଦ୍ଧାଙ୍କୁ ବୁଧବାର ଧନ୍ୟବାଦ ପତ୍ର ପ୍ରଦାନ କରାଯାଇଥିଲା । ମଣ୍ଡଳ ସଭାପତି ଦେବକାନ୍ତ ପାଣିଗ୍ରାହୀଙ୍କ ନେତୃତ୍ୱରେ ବଲାଙ୍ଗୀର ଏମପି ଖପ୍ରାଖୋଲ ବ୍ଲକ ପ୍ରତିନିଧି ଅଭୟ ତ୍ରିପାଠୀ, ଶଶି ପୂଝାରୀ, ସତ୍ୟାନନ୍ଦ ସେନ୍ଦ୍ରିଆ, ମାନସ୍‌ ଠାକୁର, ଜିଲା ପରିଷଦ ସଭ୍ୟ ବିପ୍ର ବିଶି ପ୍ରମୁଖ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତରଣୀ ସୁନା, ମେଡିକାଲ ଅଫିସର ଡା.ସୁରଜ ଦିପ୍‌, ଥାନା ଆଇଆଇସି ଜ୍ୟୋତିରଞ୍ଜନ ପତି, ତହସିଲଦାର ନିରଞ୍ଜନ ନାଏକଙ୍କ ସମେତ ବ୍ୟାଙ୍କ କର୍ତ୍ତୃପକ୍ଷ , ସଫେଇ କର୍ମଚାରୀଙ୍କ ସମେତ ବିଭାଗୀୟ କର୍ମକର୍ତ୍ତାଙ୍କୁ ପୁଷ୍ପଗୁଛ ଓ ଧନ୍ୟବାଦ ପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri