କରୋନା ଯୋଦ୍ଧାଙ୍କୁ ଫୁଲଚନ୍ଦନ ଦେଇ ସମ୍ବର୍ଦ୍ଧନା

ରାଇରଙ୍ଗପୁର,୩୧ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁରର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ପକ୍ଷରୁ ଅଞ୍ଚଳର କରୋନା ଯୋଦ୍ଧାମାନଙ୍କୁ ଫୁଲଚନ୍ଦନ ଦେଇ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଶନିବାର ପରିଷଦ ପକ୍ଷରୁ ସୁପ୍ରିୟା ଜେନା ଓ ଜ୍ୟୋତିପ୍ରକାଶ ରଣାଙ୍କ ନେତୃତ୍ୱରେ ଛାତ୍ରୀଛାତ୍ରମାନେ ରାଇରଙ୍ଗପୁର ଟାଉନ ଥାନା ଏବଂ ହସ୍ପିଟାଲ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି।…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଦିବ୍ୟାଙ୍ଗ ନାବାଳିକା ଅପହରଣ: ଯୁବକ ଗିରଫ, ବଳାତ୍କାର ମାମଲାରେ…

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷୀୟା ଦିବ୍ୟାଙ୍ଗ ନାବାଳିକାଙ୍କୁ ଅପହରଣ ଘଟଣାରେ ଛତ୍ରପୁର ପୋଲିସ ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri