କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ପେଣ୍ଠପଡ଼ା ସାମାଜିକ କର୍ମୀ

ସାକ୍ଷୀଗୋପାଳ, ୨୮।୪(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ପେଣ୍ଠପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଉକ୍ତ ପଞ୍ଚାୟତର ସାମାଜିକ କର୍ମୀ ଏହି ଆୟୋଜନ କରିଥିଲେ। ଏହି ଅସରରେ ସତ୍ୟବାଦୀ ତହସିଲଦାର କସ୍ତୁରୀ ପ୍ରଧାନ, ବିଡିଓ ସରୋଜ କୁମାର ଦତ୍ତ, ଆଇଆଇସି ଦେବୀ ପ୍ରସାଦ ପାତ୍ର, ମେଡିକାଲ ଅଫିସର ବିଶ୍ବଜିତ ମିଶ୍ର, ଦମକଳ କେନ୍ଦ୍ର ଅଧିକାରୀ ମନୋଜ କୁମାର ପାତ୍ର, ପେଣ୍ଠପଡା ସରପଞ୍ଚ ବାସନ୍ତୀ ବେହେରା, ସମିତି ସଭ୍ୟା ଗୀତା ରାଣୀ ଭୋଇଙ୍କ ସହିତ ଭିଏଲଡବ୍ଲୁ, ଫାର୍ମାସିଷ୍ଟ, ଗଣମାଧ୍ୟମ ପ୍ରତିନିଧି, ଆଶା, ଅଙ୍ଗନବାଡି କର୍ମୀ, ଓାର୍ଡସଭ୍ୟଙ୍କୁ ସେମାନଙ୍କ କର୍ତ୍ତବ୍ୟ ପରାୟଣତା ପାଇଁ ଉତ୍ତରୀୟ ଓ ଫୁଲ ତୋଡ଼ା ଦେଇ ସମର୍ଦ୍ଧନା କରାଯାଇଛି। ସୁନୀଲ କୁମାର ପଣ୍ଡା, ଅଜୟ ମହାପାତ୍ର, ନିରୁ ବେହେରା, ଅନୀଲ ସାହୁ, ଦେବାଶିଷ ହୋତା, ପ୍ରତାପ ମହାଭୋଇ ପ୍ରମୁଖ କର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମା’ ଶ୍ୟାମାକାଳୀ ମନ୍ଦିରରେ ହନୁମାନ ଜୟନ୍ତୀ: ଜୟ ଶ୍ରୀରାମ ଧ୍ୱନିରେ ଗୁଞ୍ଜରିତ ହେଲା ପରିବେଶ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ମା’ ଶ୍ୟାମାକାଳୀ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ଅବସରରେ ଏକ ଭବ୍ୟ ଓ ଆଧ୍ୟାତ୍ମିକ ମହାସମାରୋହର ଆୟୋଜନ କରାଯାଇଥିଲା। ଜୟ ଶ୍ରୀରାମ ଧ୍ୱନିରେ ପରିପୂର୍ଣ୍ଣ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri