କରୋନା ଲକ୍ଷଣ ଦେଖିବାର ୩ ଦିନ ପରେ କରାଯାଉ ଟେଷ୍ଟ: ନଚେତ୍‌ ଭୁଲ୍‌ ଆସିପାରେ ରିପୋର୍ଟ !

ଓ୍ବାଶିଂଟନ,୧୧।୬: ଯଦି କୌଣସି ବ୍ୟକ୍ତି କରୋନାରେ ପୀଡ଼ିତ ହୋଇଛନ୍ତି ବୋଲି ସନ୍ଦେହ କରୁଛନ୍ତି ତେବେ ସେ ତୁରନ୍ତ ଟେଷ୍ଟ କରିବା ଉଚିତ ନୁହେଁ। ନିକଟରେ କରାଯାଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡିଛି। ବିଶେଷଜ୍ଞମାନଙ୍କ ମତରେ କରୋନା ଲକ୍ଷଣ ଦେଖା ଦେବାର ୩ ଦିନ ପରେ ଏହାର ପରୀକ୍ଷା କରିବା ଠିକ୍‌। ନଚେତ୍‌ ଅନେକ ସମୟରେ ରିପୋର୍ଟ ନେଗେଟିଭ ଆସିପାରେ ଯାହା ପରବର୍ତ୍ତି ସମୟରେ ସମସ୍ୟା ସୃଷ୍ଟି ପରିପାରେ ବୋଲି ମତ ପ୍ରକାଶ ପାଇଛି। ‘ଆନାଲ ଅଫ୍‌ ଇଣ୍ଟରନାଲ ମେଡିସିନ’ ପତ୍ରିକାରେ ଏହା ପ୍ରକାଶ ପାଇଛି। ଆମେରିକାର ଜନ୍‌ ହପକିନ୍ସ ବିଶ୍ୱବିଦ୍ୟାଳୟର ଗବେଷକମାନେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ସମେତ କେତେଜଣ ଅନ୍ୟ ରୋଗୀଙ୍କ ପାଟିର ଲାଳ ନେଇ ପରୀକ୍ଷା କରିଥିଲେ। ଯେଉଁମାନଙ୍କ ନିକଟରେ ଲକ୍ଷଣ ନ ଥାଇ ସଂକ୍ରମିତ ହେବାର ୪ ଦିନ ପରେ ପରୀକ୍ଷା କରାଯାଇଥିଲା ସେମାନଙ୍କ ମଧ୍ୟରୁ ୬୭ ପ୍ରତିଶତଙ୍କ ରିପୋର୍ଟ ନେଗେଟିଭ ଆସିଥିଲା। କିନ୍ତୁ ଯେଉଁମାନଙ୍କ ନିକଟରେ ଲକ୍ଷଣ ପ୍ରକାଶ ପାଇଥିଲା ସେମାନଙ୍କର ଟେଷ୍ଟ ୩ ଦିନ ମଧ୍ୟରେ କଲେ ସଠିକ୍‌ ରିପୋର୍ଟ ଆସିବା କଥା ଗବେଷକମାନେ କହିଛନ୍ତି। ହେଲେ ସଂକ୍ରମଣର ସଠିକ୍‌ ରିପୋର୍ଟ ୮ ଦିନ ପରେ ଆସିବ ବୋଲି ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ପୂର୍ବରୁ ହିଁ ନିଶ୍ଚିତ ହୋଇ ସାରିଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା! ଜାଣନ୍ତୁ କିଭଳି ଲେଖାଯାଇଥିଲା…

ନୂଆଦିଲ୍ଲୀ,୨୫।୭: NEET ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ସରକାରଙ୍କ ସହ ଆଲୋଚନା ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP)…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ଭକ୍ତ ବିଭୋର

ଜି.ଉଦୟଗିରି,୨୫।୭(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠି): ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ତିନି ରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହଙ୍କ ସୁନା ବେଶ…

କାଣ୍ଡେଲରେ ବାହୁଡା ଯାତ୍ରା, ଦ୍ୱିତୀୟ ଦିନରେ ରଥ ଟାଣିଲେ ଶ୍ରଦ୍ଧାଳୁ

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ଆୟୁର୍ବେଦିକ ସେବା ସଦନ ନିକଟରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଶନିବାର ବାହୁଡା ଯାତ୍ରାର ଦ୍ୱିତୀୟ…

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

ସୁନାବେଶରେ ଝଲସିଲେ ମହାପ୍ରଭୁ, ଭାବବିହ୍ବଳ ହେଲେ ଭକ୍ତ

ଛତ୍ରପୁର, ୨୫ା୭ (ଦିଲ୍ଲୀପ ସାମଲ): ପବିତ୍ର ସୁନାବେଶର ଦିବ୍ୟ ରୂପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଝଲସିଛନ୍ତି। ଛତ୍ରପୁର ତାଡେପଲ୍ଲୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥ ଉପରେ…

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri