କରୋନା ଲକ୍ଷଣ ଲୁଚାଇଲେ ବିପଦ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୨୭।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାର ଜନସାଧାରଣଙ୍କ ପାଇଁ ବୁଧବାର ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ଆଡ଼ଭାଇଜରୀ ଜାରି କରିଛନ୍ତି। ଘରେ ରୁହ ସୁରକ୍ଷିତ ରୁହ, ମାସ୍କ ବ୍ୟବହାର, ଜନଗହଳିରୁ ଦୁରେଇ ରହିବା, ବାରମ୍ବାର ସାବୁନରେ ହାତ ଧୋଇବା ଏବଂ ଅନ୍ୟଠାରୁ ୬ ଫୁଟ ଦୂରତା ରକ୍ଷା କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏଥିସହ କରୋନା ଲକ୍ଷଣ ଲୁଚାଅ ନାହିଁ। ଏହା ଲୁଚାଇଲେ ନିଜର ଓ ନିଜ ପରିବାର ପ୍ରତି ବିପଦ ଆସିପାରେ। ଜ୍ୱର, କଫ, ଥଣ୍ଡାକୁ ଭୟ ନ କରି ୧୦୪, ୧୦୭୫ ଟୋଲ ଫ୍ରି ନମ୍ବରରେ ଫୋନ କରି ସ୍ବାସ୍ଥ୍ୟ ପରାମର୍ଶ ନେଇପାରିବେ। ଏହା ୨୪ ଘଣ୍ଟା ଚାଲୁ ରହିଛି ବୋଲି ଜିଲାପାଳ କହିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri