କରୋନା ସଂକ୍ରମଣ ପରେ ଏବେ ସାଇବର ଯୁଦ୍ଧର ପ୍ରସ୍ତୁତି କରୁଛି ଚାଇନା: ୫ ବର୍ଷ ମଧ୍ୟରେ ସୁପର ପାଓ୍ବାର ହେବାର ରଖିଛି ଲକ୍ଷ୍ୟ

ବେଜିଂ,୨୫।୪: ସାରା ପୃଥିବୀରେ କରୋନା ସଂକ୍ରମଣ କରାଇଥିବା ଚାଇନା ଏବେ ସାଇବର ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। କରୋନା ଯୋଗୁ ବହୁ ଦେଶର ଆର୍ଥିକ ମେରୁଦଣ୍ଡ ଦୋହଲି ଯାଇଥିବାବେଳେ ଚାଇନା ନିଜର ବିସ୍ତାରବାଦୀ ନୀତିକୁ ପ୍ରୋତ୍ସାହନ ଦେବାରେ ଲାଗିଛି। କରୋନା ଯୋଗୁ ଖରାପ ଆର୍ଥିକ ସ୍ଥିତିରେ ପହଞ୍ଚିଥିବା କମ୍ପାନୀଗୁଡ଼ିକୁ ଚାଇନା ହାତେଇବା ଲାଗି ଉଦ୍ୟମ ଆରମ୍ଭ କରିଛି। ଏହା ସହିତ ପାକିସ୍ତାନ ଭଳି ଦେଶକୁ ଚାଇନା ଟାଗେର୍ଟ କରିଛି। ଏସବୁ ଦେଶରେ ନିଜର କାରବାର ଯୋଜନାକୁ ବୃଦ୍ଧି କରାଇବା ଲାଗି ଉଦ୍ୟମ ଅବ୍ୟାହତ ରହିଛି। ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ଦେଶର ମହାକାଶ ଦିବସ ଅବସରରେ ମଙ୍ଗଳ ମିଶନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହି ମିଶନର ନାମକରଣ ତିୟାନବେନ୍‌-୧ ଭାବେ କରାଯାଇଛି। ଏହା ସହିତ ସର୍ବବୃହତ୍‌ ସ୍ପେସ୍‌ ଟେଲିସ୍କୋପ୍‌, ଓଜନିଆ ରକେଟ ଓ ସ୍ପେସ୍‌ ଷ୍ଟେଶନ ନିର୍ମାଣ ପାଇଁ ଚାଇନା ଯୋଜନା କରୁଛି। ଆସନ୍ତା ୫ ବର୍ଷ ମଧ୍ୟରେ କିଭଳି ସୁପର ପାଓ୍ବାର ହୋଇ ପାରିବ ସେ ନେଇ ଚାଇନା ଉଦ୍ୟମ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି ସରକାରଙ୍କ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri