କରୋନା ସଂକ୍ରମଣ ମା’ଙ୍କ ଠାରୁ ନବଜାତକଙ୍କୁ ହେବାର ରହିଛି ବି ଆଶଙ୍କା !

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ନେଇ ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍‌ (ଆଇସିଏମ୍‌ଆର୍‌) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, କରୋନା ସଂକ୍ରମିତ ମା’ଙ୍କ ଠାରୁ ଜନ୍ମ ହେଉଥିବା ନବଜାତକଙ୍କୁ ମଧ୍ୟ ସଂକ୍ରମଣର ହେବାର ଆଶଙ୍କା ରହିଛି। ତେବେ ଏହା ମା’ଙ୍କଠାରେ କେତେ ପରିମାଣର ସଂକ୍ରମଣ ହୋଇଛି ତାହା ଉପରେ ନିର୍ଭର କରିଥାଏ। କିନ୍ତୁ ବର୍ତ୍ତମାନ ସୁଦ୍ଧା ମା’ କ୍ଷୀରରେ କରୋନା ସଂକ୍ରମଣ ନେଇ ହୋଇଥିବା ପରୀକ୍ଷାରେ କୌଣସି ପଜିଟିଭ୍‌ ରିପୋର୍ଟ ମିଳି ନ ଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସେହିପରି କରୋନା ସଂକ୍ରମିତ ଗର୍ଭବତୀ ମହିଳାଙ୍କ ଗର୍ଭପାତ ହେବାର କୌଣସି ଘଟଣା ମଧ୍ୟ ଏପର୍ଯ୍ୟନ୍ତ ଘଟି ନାହିଁ। ନବଜାତକ କରୋନା ସଂକ୍ରମିତ ମା’ଙ୍କଠାରୁ ସ୍ତନ୍ୟପାନ କରିବାରେ କୌଣସି ପ୍ରତିବନ୍ଧକ ନ ଥିବା ଆଇସିଏମ୍‌ଆର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…

ମହାରାଷ୍ଟ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ ଆଶଙ୍କା

ମୁମ୍ବାଇ,୨୫।୫: ବିଳମ୍ବିତ ରାତିରେ, ମହାରାଷ୍ଟ୍ରର ଧୂଲେ ତାଲୁକାର ଲାଲିଙ୍ଗ ଘାଟରେ ମୁମ୍ବାଇ-ଆଗ୍ରା ରାଜପଥରେ ତିନୋଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ, ଏକ ଡମ୍ପର ଏକ ଟ୍ରକ…

ଭାଜପାର ବିଜୟକୁ ନେଇ ବର୍ଷିଲେ ଅଭିଷେକ ବାନାର୍ଜୀ !

କୋଲକାତା,୨୫।୫: ପଶ୍ଚିମବଙ୍ଗର ଫାଲଟା ବିଧାନସଭା ଆସନ ପାଇଁ ଅନୁଷ୍ଠିତ ନିର୍ବାଚନରେ, ଭାଜପାର ଦେବାଂଶୁ ପଣ୍ଡା ସିପିଆଇ(ଏମ)ର ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଶମ୍ଭୁ ନାଥ କୁର୍ମିଙ୍କୁ ୧୦୯,୦୨୧ ଭୋଟର ବିପୁଳ…

ପୋଲିସକୁ ଦେଖି ଖସି ଯାଉଥିଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରିଲା ପରେ ମିଳିଲା…

ଲକ୍ଷ୍ମୀପୁର,୨୫ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କାକିରିଗୁମା ଥାନା ପୋଲିସ ଦ୍ବାରା ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗଞ୍ଜେଇକୁ ଗାଡ଼ି…

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri