କରୋନା ସଂକ୍ରମଣ ମୁକାବିଲା: କଏଦୀଙ୍କୁ ମିଳିବ ୬ ସପ୍ତାହ ପାରୋଲ

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣର ମୁକାବିଲା ପାଇଁ ଭାରତ ସରକାରଙ୍କ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ମର୍ମରେ ଜେଲ୍‌ରେ ଥିବା କଏଦୀଙ୍କ ମଧ୍ୟରେ କରୋନା ସଂକ୍ରମଣ ରୋକିବାକୁ ଦୃଷ୍ଟିରେ ରଖି ସୋମବାର ସୁପ୍ରିମ୍‌କୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୭ରୁ କମ୍‌ ବର୍ଷ ଜେଲ ଦଣ୍ଡ ଭୋଗୁଥିବା କଏଦୀଙ୍କୁ ୬ ସପ୍ତାହ ପାରୋଲରେ ଯିବାର ଅନୁମତି ଦେବା ଲାଗି କୋର୍ଟ କହିଛନ୍ତି। ଏହାଦ୍ୱାରା ବହୁ କଏଦୀ ଉପକୃତ ହୋଇପାରିବେ ତଥା କରୋନା ସଂକ୍ରମଣ ଆଶଙ୍କା ମଧ୍ୟ ଦୂର ହୋଇପାରିବ। ନିର୍ଦ୍ଦେଶ ଉପରେ ଶୀଘ୍ର ବିଚାର କରିବା ଲାଗି ସମସ୍ତ ରାଜ୍ୟ ସରକାରଙ୍କୁ ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ କୋର୍ଟ ପରାମର୍ଶ ଦେଇଛନ୍ତି। କମିଟିରେ ଆଇନ ସଚିବ, ରାଜ୍ୟ ଆଇନ ସେବା କର୍ତ୍ତୃପକ୍ଷ ଅଧ୍ୟକ୍ଷ, ଜେଲ ଡିଜି ଆଦିଙ୍କୁ ସାମିଲ କରାଯିବା ଲାଗି ସୁପ୍ରିମ୍‌କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍‌ଅପ୍‌ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri