କରୋନା ସଚେତନତା କଲା ଯୁବକ ସଂଘ

ବନ୍ତ,୨୯।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକସ୍ଥିତ ନିଳକଣ୍ଠେଶ୍ୱର ୟୁନାଇଟେଡ୍‌ ୟୁଥ୍‌ କ୍ଲବର ସଦସ୍ୟମାନେ ଗ୍ରାମ ପରିକ୍ରମା କରି ଲୋକମାନଙ୍କୁ କରୋନା ସଚେତନତା କରାଇଥିବାର ଦେଖାଯାଇଛି। ବରିଷ୍ଠ ସଦସ୍ୟ ନବ କୁମାର ଲେଙ୍କା, ନାରାୟଣ ଦାଶ, ପ୍ରଫୁଲ୍ଲ ମହାନ୍ତି, ଖଗେଶ୍ୱର ମହାନ୍ତି, ନୀଳକଣ୍ଠ ମିଶ୍ର, ନବ କୁମାର ନାୟକ, ବାଇଧର ରାଜ ପ୍ରମୁଖ ପ୍ଲାକାର୍ଡ ଧରି ନିଳୋକ, ପଳାସଗଢ଼ିଆ ଆଦି ଗ୍ରାମ ପରିକ୍ରମା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri