କରୋନା ସନ୍ଦେହ: ପରୀକ୍ଷା ପରେ ବାହାରିଲା ସ୍ବାଇନ ଫ୍ଲୁ

ମାଲକାନଗିରି,୧୪।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଏମନ୍‌୍‌ଭି-୪୧ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ସ୍ବାଇନ ଫ୍ଲୁ ହୋଇଛି। ସେ ହେଲେ ପରିମଲ ବିଶ୍ୱାସ।
ପ୍ରକାଶ ଯେ, ପରିମଲ କିଛିଦିନ ତଳେ କୋଲକାତାରେ ଇସ୍କନ କନ୍‌ଫରେନ୍ସରେ ଯୋଗଦେଇ ଘରକୁ ଫେରିଥିଲେ। ଏହା ପରେ ତାଙ୍କୁ କାଶ ଏବଂ ଜ୍ୱର ଲାଗି ରହିବାରୁ କରୋନା ସନ୍ଦେହରେ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷା ପରେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିଲା। ତେବେ ତାଙ୍କୁ ବର୍ତ୍ତମାନ ସ୍ବାଇନ ଫ୍ଲୁ ହୋଇଥିବା ଜଣାପଡ଼ିଛି। ଏବେ ତାଙ୍କୁ ଏକ ସ୍ବତନ୍ତ୍ର ୱାର୍ଡରେ ରଖାଯାଇ ଚିକିତ୍ସା କରାଯାଉଛି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ପରିବାରବର୍ଗଙ୍କୁ ୧୫ ଦିନର ଔଷଧ ପ୍ରଦାନ କରାଯିବ ବୋଲି ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri