କରୋନା ସମ୍ପର୍କିତ ବୈଠକ ବ୍ୟତୀତ ଅନ୍ୟ ସମସ୍ତ ସରକାରୀ ବୈଠକ ବାତିଲ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ବଢ଼ିଛି କରୋନା କଟକଣା। ଆଗାମୀ ଦିନରେ ସରକାରୀ କାର୍ଯ୍ୟାଳୟରେ କରୋନା ସମ୍ପର୍କିତ ବୈଠକ ବ୍ୟତୀତ ଅନ୍ୟ କୌଣସି ସଭା, ସମିତି ହେବ ନାହିଁ। ସେହିଭଳି ସରକାରୀ ଅନୁଷ୍ଠାନ ଯେପରିକି ମାଲ୍ୟାର୍ପଣ, ଜୟନ୍ତୀ ପାଳନ, ସଭା, ସମିତି ତଥା ଅନ୍ୟ ଅନୁଷ୍ଠାନ ମଧ୍ୟ ବନ୍ଦ ରହିବ। ଏସବୁ ବୈଠକରେ ୨ ମିଟର ଦୂରତ୍ୱ ବଜାୟ ରଖିବାକୁ ପଡ଼ିବ ବୋଲି ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ବାଗ୍‌ଚୀ ଆହୁରି ମଧ୍ୟ କହିଛନ୍ତି, ସମସ୍ତ ଶପିଂ ମଲ୍‌, କଫି ସପ୍‌, କ୍ୟାଣ୍ଟିନ ଆଦିରେ ରାଜ୍ୟ ସରକାର କଟକଣା ଲଗାଇଛନ୍ତି। ଏସବୁ ମଧ୍ୟ ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ। ଟ୍ୟାକ୍ସି ଅଥବା ଅଟୋ ଦିନେ ଛାଡ଼ି ଦିନେ ଚାଲିବାକୁ ମଧ୍ୟ ସରକାର ନିର୍ଦ୍ଦେଶ ଦେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri