ଦିଗପହଣ୍ଡି,୧୧।୪(ଡି.ଏନ୍.ଏ.): କରୋନା (କୋଭିଡ୍ -୧୯) ପାଇଁ ସାରା ରାଜ୍ୟରେ ଲକ୍ଡାଉନ୍ ଜାରି ରହିଛି। ଏହି ଲକ୍ଡାଉନ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ବସବାସ କରୁଥିବା ୬୩ କଳାକାରଙ୍କୁ ୪ ମାସର ଅଗ୍ରୀମ ଭତ୍ତା ପ୍ରଦାନ କରାଯାଇଛି। ଏ ନେଇ ବିଡିଓ ହଳଧର ଶବର ସୂଚନା ଦେଇଛନ୍ତି। କଳାକାରଙ୍କୁ ଭତ୍ତା ପ୍ରଦାନ ନିମନ୍ତେ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ପ୍ରଦତ୍ତ ଅନୁଦାନ ଅର୍ଥରାଶି ମଞ୍ଜୁର ହେବା ପରେ ମାର୍ଚ୍ଚରୁ ଜୁନ୍ ମାସ ପର୍ଯ୍ୟନ୍ତ ୧୨୦୦ ଟଙ୍କା ହିସାବରେ ପ୍ରତ୍ୟେକ କଳାକାରଙ୍କୁ ୪୮୦୦ ଟଙ୍କା ଲେଖାଏ ସେମାନଙ୍କ ବ୍ୟାଙ୍କ ଜମା ଖାତାକୁ ଅନ୍ଲାଇନ ଟ୍ରାନ୍ସଫର କରାଯାଇଥିବା ବିଡିଓ କହିଛନ୍ତି।
କରୋନା ସହାୟତା: ଦିଗପହଣ୍ଡିରେ ୬୩ କଳାକାରଙ୍କୁ ମିଳିଲା ଭତ୍ତା ଟଙ୍କା
Posted inଆମ ଜିଲା ଖବର, କରୋନା ଭାଇରସ୍, ଗଞ୍ଜାମ View All
ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର
କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…
୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ
ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…
ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…
ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ
ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…
ଚଳନ୍ତା ସ୍କୁଲ ବସ୍ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…
କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍ ନଂ ଓ ୦୩-ଏନ, ୬୯୪୫ରେ…
ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ
କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…
ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…
ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…
ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…
ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

