କରୋନା ସହାୟତା: ନିମାପଡ଼ା ବ୍ଲକର ୪୦ହଜାର ହିତାଧିକାରୀଙ୍କୁ ୪ କୋଟି ସହାୟତା ପ୍ରଦାନ

ନିମାପଡ଼ା,୯।୪(ଡି.ଏନ୍‌.ଏ.): ମହାମାରୀ କରୋନା ପରିପ୍ରେକ୍ଷୀରେ ନିମାପଡ଼ା ବ୍ଲକ ଓ ଏନ୍‌ଏସି ଅଞ୍ଚଳର ମୋଟ ୪୪ହଜାର ୭୫୭ଜଣ ରାଶନ କାର୍ଡ ଧାରୀଙ୍କ ମଧ୍ୟରୁ ୪୦ହଜାରଙ୍କୁ ୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅବଶିଷ୍ଟ ୪ହଜାର ୭୫୭ଜଣ ହିତାଧିକାରୀଙ୍କୁ ଆସନ୍ତା ଦୁଇଦିନ ମଧ୍ୟରେ ସମସ୍ତ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଗୁରୁବାର ବିଡିଓ ମନୋଜ କୁମାର ବେହେରା ଓ ଯୋଗାଣ ନିରୀକ୍ଷକ ଶୁଭାଶିଷ ଜେନା କହିଛନ୍ତି। ସେହିପରି ବ୍ଲକରେ ପଞ୍ଜିକୃତ ହୋଇଥିବା ମୋଟ ୪ହଜାର ୧ଶହ ନିର୍ମାଣ ଶ୍ରମିକଙ୍କ ମଧ୍ୟରୁ ଅଦ୍ୟାବଧି ୨ହଜାର ଶ୍ରମିକଙ୍କୁ ମୋଟ ୩୦ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ଅବଶିଷ୍ଟ ଶ୍ରମିକମାନଙ୍କୁ ଦୁଇ ଦିନ ମଧ୍ୟରେ ସମସ୍ତ ସହାୟତା ରାଶି ପ୍ରଦାନ କରାଯିବ। ପ୍ରତ୍ୟେକ ରାଶନ କାର୍ଡ ଥିବା ହିତାଧିକାରୀଙ୍କୁ ୧ହଜାର ଟଙ୍କା ଲେଖାଏଁ ଓ ପ୍ରତ୍ୟେକ ନିର୍ମାଣ ଶ୍ରମିକଙ୍କୁ ୧୫ଶହ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯାଉଛି। ତେବେ ସହାୟତା ପ୍ରଦାନ ଦିଗରେ ପୁରୀ ଜିଲାରେ ନିମାପଡ଼ା ବ୍ଲକ ଆଗରେ ରହିଥିବା ବିଡିଓ ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri