କରୋନା ସହାୟତା: ନିର୍ମାଣ ଶ୍ରମିକ ପାଇଲେ ୧୫୦୦ଟଙ୍କା

ବିଜେପିର, ୧୧।୪(ଡି.ଏନ୍‌.ଏ.): କରୋନା କଟକଣା ପାଇଁ ଲକ୍‌ଡାଉନ ଜାରି ରହିଛି। ତେଣୁ ନିର୍ମାଣ ଶ୍ରମିକମାନେ ହାତ ବାନ୍ଧି ଘରେ ବସି ରହିବାକୁ ବାଧ୍ୟ ହେଉଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସେମାନଙ୍କୁ ସହାୟତା ରାଶି ପ୍ରଦାନ କରାଯାଉଛି। ଏହିକ୍ରମରେ ବରଗଡ଼ ଜିଲା ବିଜେପୁର ବିଡିଓଙ୍କ କାର୍ଯ୍ୟାଳୟରେ ଶ୍ରମ ଓ ଗ୍ରାମ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଶନିବାର ଯୋଗଦେଇ ହିତାଧିକାରୀଙ୍କୁ ଏହି ସହାୟତା ରାଶି ବଣ୍ଟନ କରିଛନ୍ତି। ପ୍ରତି ନିର୍ମାଣ ଶ୍ରମିକଙ୍କୁ ୧୫୦୦ଟଙ୍କା ଲେଖାଏ ପ୍ରଦାନ କରାଯାଉଛି। ସାମାଜିକ ଦୂରତ୍ୱ ରକ୍ଷା ପାଇଁ ପର୍ଯ୍ୟାୟ କ୍ରମେ ଅଳ୍ପ ଅଳ୍ପ ଶ୍ରମିକଙ୍କୁ ଡକାଯାଇ ଏହି ଅର୍ଥରାଶି ଦିଆଯାଉଛି। ଏହି ବ୍ଲକରେ ୮ହଜାର ୮ଶହ ନିର୍ମାଣ ଶ୍ରମିକଙ୍କୁ ଏହି ସହାୟତା ପ୍ରଦାନ କରାଯିବ ବୋଲି ଜଣାପଡିଛି। ବିଡିଓ ପଦ୍ମନାଭ ସାମନ୍ତ ରାୟ, ଇଓ ଡୋଲାମଣି ପ୍ରଧାନ ପ୍ରମୁଖ ଉପସ୍ଥିତରହି ଏହି ସହାୟତା ରାଶି ପ୍ରଦାନରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?