କରୋନା ସହାୟତା: ରାଜ୍ୟ ଶାକଦ୍ବୀପୀ ଦୈବଜ୍ଞ ବ୍ରାହ୍ମଣ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ଭୁବନେଶ୍ବର, ୨୯।୪(ବ୍ୟୁରୋ): କରୋନା ସହାୟତା ନେଇ ରାଜ୍ୟ ଶାକଦ୍ବୀପୀ ଦୈବଜ୍ଞ ବ୍ରାହ୍ମଣ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୧୦୦୦ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଏହି ଚେକ୍‌କୁ ମହାସଂଘର ସାଧାରଣ ସମ୍ପାଦକ ପ୍ରେମାନନ୍ଦ ସେନାପତି, ସଂଗଠନ ସମ୍ପାଦକ ପ୍ରଭୁ ପ୍ରସାଦ ନାୟକ, କୋଷାଧ୍ୟକ୍ଷ ବିଚିତ୍ର କୁମାର ମହାପାତ୍ର ପ୍ରମୁଖ ଭୁବନେଶ୍ବର କାର୍ଯ୍ୟାଳୟରେ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ମିଶନଶକ୍ତି ସଚିବ

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ...

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ...

କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ ।...

ସ୍ତ୍ରୀ ରୋଗ ବିଶେଷଜ୍ଞରୁ ରାଜନୀତି, ଭାଜପା ଟିକେଟ୍‌ରେ ଏଇଠୁ ଲଢିବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ବାରବାଟୀ କଟକରୁ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ...

ଭାଜପା ବିଧାନସଭା ପ୍ରାର୍ଥୀ: ଘସିପୁରାରୁ ଲଢିବେ…

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri