ନୂଆଦିଲ୍ଲୀ,୨୮।୩(ପି.ଟି.): କୋଭିଡ-୧୯ ମୁକାବିଲା ପାଇଁ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଶନିବାର ତାଙ୍କର ଗୋଟିଏ ମାସର ଦରାମା ଦାନ କରିଛନ୍ତି। ଦେଶର ସ୍ବାସ୍ଥ୍ୟବସ୍ଥାର ଉନ୍ନତି ପାଇଁ ଅର୍ଥଦାନ ଦେବା ଏବେ ଅପରିହାର୍ଯ୍ୟ ହୋଇପଡିଛି ଓ ଏଥିପାଇଁ ଗୋଟିଏ ମାସର ଦରମା ପ୍ରଦାନ କରିଛି ବୋଲି ରିଜିଜୁ ତାଙ୍କ ଫେସ୍ବୁକ୍ ପେଜ୍ରେ ଉଲ୍ଲେଖ କରିଛନ୍ତି। କରୋନା ଭାଇରସ ବିପକ୍ଷରେ ଲଢେଇ ପାଇଁ ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି ଏମ୍ପି ମାନଙ୍କୁ ସେମାନଙ୍କ ଏମ୍ପିଲାଡରୁ ୧ କୋଟି ଟଙ୍କା ଲେଖାଏ ଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ଦୃଷ୍ଟିରୁ ଦେଖିବାକୁ ଗଲେ ରିଜିଜୁ ତାଙ୍କ ଏମ୍ପିଲାଡରୁ ମଧ୍ୟ ଗୋଟିଏ କୋଟି ଟଙ୍କା ପ୍ରଦାନ କରିବେ। ଏ ନେଇ ସେ ତାଙ୍କ ଜିଲ୍ଲା ପ୍ରଶାସନ ସହ ଯୋଗାଯୋଗ କରିଛନ୍ତି ବୋଲି ରିଜିଜୁ କହିଛନ୍ତି। ସବୁ ସକ୍ଷମ ଲୋକଙ୍କୁ ଅର୍ଥ ଦାନ କରିବା ପାଇଁ ରିଜିଜୁ ଆହ୍ବାନ୍ନ କରିଛନ୍ତି। ଉଲ୍ଲେଖଥାଉ କି, କୋଭିଡ- ୧୯ ସଂକ୍ରମଣ ରୋକିବା ପାଇଁ ଦେଶରେ ୨୧ ଦିନିଆ ଲକ୍ଡାଉନ ଜାରି ହୋଇଛି। ଏହି ଭାଇରସ୍ କାରଣରୁ ବିଶ୍ୱରେ ୩୦, ୦୦୦ ଓ ଭାରତରେ ୧୯ଜଣ ଲୋକ ପ୍ରାଣ ହରାଇଲେଣି।
Posted inHome, Home Left, କରୋନା ଭାଇରସ୍, ଖେଳ View All
ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…
ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…
ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…
ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….
ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା…
ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…
ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…
ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…
ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…
ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!
ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…
ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ
କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…
‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…
ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…
Archives

