କରୋନା ସହାୟତା: ସତ୍ୟବାଦୀ ବ୍ଲକର ମହିଳା ମହାସଂଘ ଦେଲେ ୧ ଲକ୍ଷ ଟଙ୍କା

ସାକ୍ଷୀଗୋପାଳ, ୨୧।୪(ଡି.ଏନ୍‌.ଏ): କରୋନା ସହାୟତା ପାଇଁ ସତ୍ୟବାଦୀ ବ୍ଲକର ମହିଳା ମହାସଂଘଗୁଡିକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୧ ଲକ୍ଷ ୬ ହଜାର ୭ଶହ ଟଙ୍କା ପ୍ରଦାନ କରିଛନ୍ତି। ଏହି ସହାୟତା ରାଶି ବ୍ୟାଙ୍କ ଚେକ ସତ୍ୟବାଦୀ ବିଡ଼ିଓ ସରୋଜ କୁମାର ଦତ୍ତ ଙ୍କୁ ମହିଳା ମହାସଂଘ ର କର୍ମକର୍ତ୍ତା ମାନେ ମଙ୍ଗଳବାର ଦେଇଥିଲେ। ବଳପୁର ମହାସଂଘ ୩୫ ହଜାର, ଶ୍ରୀ ରାମଚନ୍ଦ୍ରପୁର ୧୫, ୫୦୦, ପେଣ୍ଠପଡା ୭୦୦୦, ସାଣ୍ଢରା ୧୦, ୦୦୦, ମୁଳ ଅଳଶା ୫,୮୦୦, ମହୁରା ୬,୯୦୦, ପରଜାପଡା, ମଧୁବନ, ବଳରାମପୁରଗଡ଼, ଦୁଗଲ ମହାସଂଘ ପକ୍ଷରୁ ପ୍ରତ୍ୟେକ ୫ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri