କରୋନାକୁ ଜିତିଲେ ୯୩ ବର୍ଷର ବୃଦ୍ଧା !

ଇସ୍ତାନବୁଲ,୧୨।୪: ଇରାନ ପରେ ଏବେ ତୁର୍କୀକୁ କରୋନା ସଂକ୍ରମଣର ହଟ୍‌ସ୍ପଟ ବୋଲି କୁହାଯାଉଛି। ପ୍ରତି ସପ୍ତାହରେ ଏଠାରୁ କରୋନାକୁ ନେଇ ଦୁଃଖଦ ଖବର ଆସୁଥିବା ବେଳେ ଏବେ ଏଠାରୁ ଆସିଛି ଏକ ଖୁସି ଖବର। ତୁର୍କୀର ୯୩ ବର୍ଷର ବୃଦ୍ଧା ଏଲି ଗୁନ୍ଦୁଜ କରୋନା ଯୁଦ୍ଧରେ ବିଜୟ ଲାଗ କରିଥିବା କୁହାଯାଉଛି। ପାଖାପାଖି ୧୦ ଦିନର ଏହି ଯୁଦ୍ଧରେ ଏଲି ବିଜୟ ଲାଭ କରିଥିବା ଜଣାପଡିଛି। ଶନିବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରିଦିଆଯାଇଥିବା ସୂଚନା ମିଳିଛି। ଘରକୁ ଯିବା ସମୟରେ ଏଲି ନର୍ସମାନଙ୍କ ମୁଣ୍ଡରେ ହାତମାରି କହିଛନ୍ତି ଦେଖିବ ଦିନେ ସବୁଠିକ୍‌ ହୋଇଯିବ। ଏଲିଙ୍କର ଏହି ଆଶୀର୍ବାଦ ଅନ୍ୟମାନଙ୍କୁ ପ୍ରେରଣା ଦେବ ବୋଲି କୁହାଯାଉଛି। ଅଲ ଜଜିରାରେ ପ୍ରକାଶିତ ଏକ ଖବରରୁ ଜଣାପଡିଛି, ସମସ୍ତେ କହୁଥିଲେ ୬୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତି କରୋନା ଯୁଦ୍ଧରେ ହାରିବେ ବୋଲି ହେଲେ ଏଲିଙ୍କ ସୁସ୍ଥତା ଏବେ ତୁର୍କୀରେ ନୂଆ ଆଲୋକର ସମ୍ଭାବନା ସୃଷ୍ଟି କରିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ର ଅଭିମୁଖେ ଚାଇନାର ଚାଙ୍ଗ’ଇ-୬: ଦକ୍ଷିଣ ମେରୁରୁ ଶିଳା ଆଣିବ

ନୂଆଦିଲ୍ଲୀ,୩ା୫: ଚନ୍ଦ୍ରର ଦକ୍ଷିଣ ମେରୁରୁ ଶିଳା ଓ ମୃତ୍ତିକା ସଂଗ୍ରହ କରି ଆଣିବା ପାଇଁ ଚାଇନା ଏହାର ମହାକାଶ ଯାନ ଚାଙ୍ଗ’ଇ-୬କୁ ଶୁକ୍ରବାର ଲଞ୍ଚ୍‌ କରିଛି।...

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ...

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ...

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri