କରୋନାକୁ ନେଇ ବିଭ୍ରାନ୍ତିକର ତଥ୍ୟ, ୫ ଜଣଙ୍କ ନାଁରେ ମାମଲା

ପୁରୀ ଅଫିସ,୫।୪: କରୋନାକୁ ନେଇ କୌଣସି ପ୍ରକାର ଗୁଜବ କିମ୍ବା ବିଭ୍ରାନ୍ତିକର ତଥ୍ୟ ସୋସିଆଲ ମିଡିଆରେ ପୋଷ୍ଟ ନ କରିବାକୁ କୁହାଯାଇଛି। ହେଲେ ଅନେକ ଏହାକୁ ନ ମାନୁ ନାହାନ୍ତି। କରୋନାକୁ ନେଇ ନାନା ପ୍ରକାର ଗୁଜବ କରିବା ସହ ସୋସିଆଲ ମିଡ଼ିଆରେ ବିଭ୍ରାନ୍ତିକର ପୋଷ୍ଟ କରୁଛନ୍ତି। ଏମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରଛି ପୁରୀ ପୋଲିସ। ଏନେଇ ୫ ଜଣଙ୍କ ନାମରେ ମାମଲା ରୁଜୁ କରାଯାଇଛି ବୋଲି ଏସପି ଉମାଶଙ୍କର ଦାଶ କହିଛନ୍ତି। ପୁରୀ ଟାଉନ ଥାନାରେ ଦୁର୍ଗା ପ୍ରସାଦ ସାହୁ, ବିଜୟ ସ୍ବାଇଁ, ରାକେଶ ମହାନ୍ତି, କୁମ୍ଭାରପଡା ଥାନାରେ ମହେଶ ଆଚାର୍ଯ୍ୟ ଏବଂ ବ୍ରହ୍ମଗିରି ଥାନାରେ ଅଜିତ ପାଇକରାୟଙ୍କ ନାମରେ ମାମଲା ରୁଜୁ କରାଯାଇଛି ବୋଲି ଏସପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ…

ରହସ୍ୟଘେରାରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri