Posted inବରଗଡ଼

କରୋନାକୁ ନେଇ ସୋସିଆଲ ମିଡ଼ିଆରେ ଗୁଜବ, ଗିରଫ ପରେ ବ୍ୟକ୍ତିଗତ ମୁଚାଲିକାରେ ଛାଡିଲା ପୋଲିସ

ପାଇକମାଲ, ୪।୪(ଡିଏନଏ)- ସୋସିଆଲ ମିଡ଼ିଆରେ କରୋନାକୁ ନେଇ ଗୁଜବ ସୃଷ୍ଟି କରିବା ବରଗଡ଼ ଜିଲା ପାଇକମାଲ ଥାନା ଅନ୍ତର୍ଗତ ମାଣ୍ଡୋସିଲ ଗ୍ରାମର ଜଣେ ଯୁବକ ପ୍ରଶାନ୍ତ କୁମାର ଓରଫ୍ ପ୍ରଶାନ୍ତ ମହାନନ୍ଦଙ୍କୁ ମହଙ୍ଗା ପଡିଛି। ଏ ନେଇ ପୋଲିସ ଏକ ମାମଲା(ନଂ-୪୮/୨୦) ରୁଜୁ କରିଥିବାବେଳେ ଶୁକ୍ରବାର ତାଙ୍କୁ ଗିରଫ କରିଥିଲା। ପରେ ବ୍ୟକ୍ତିଗତ ମୁଚାଲିକାରେ ପୋଲିସ୍ ତାଙ୍କୁ ଛାଡି ଦେଇଛି। ଅଭିଯୁକ୍ତ ଯୁବକ ନିଜ ଗ୍ରାମ ଅଞ୍ଚଳରେ କରୋନା ପଜିଟିଭ୍ ସଂକ୍ରମିତ ରହିଥିବା ନେଇ ସୋସିଆଲ ମିଡ଼ିଆରେ ଗୁଜବ ସହିତ ଲୋକଙ୍କୁ ଭୟଭୀତ କରିଥିଲେ । ଖବର ପାଇ ପୋଲିସ ତାଙ୍କୁ ଗିରଫ କରି ଥାନାକୁ ଆଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri