କରୋନାକୁ ପରାସ୍ତ କଲେ ୧୧୩ ବର୍ଷ ବୟସ୍କା ବୃଦ୍ଧା

ମାଦ୍ରିଦ୍‌,୧୩।୫: କରୋନା ସଂକ୍ରମିତ ସଂଖ୍ୟା ଅନୁସାରେ ସ୍ପେନ୍‌ ପୃଥିବୀରେ ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରେ ୨ଲକ୍ଷ ୬୯ ହଜାର ୫୨୦ ଜଣ ସଂକ୍ରମିତ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୨୬ ହଜାର ୯୨୦ ରହିଛି। ସ୍ପେନ୍‌ର ଜଣେ ୧୩୩ ବର୍ଷ ବୟସ୍କା ବୃଦ୍ଧା କରୋନାକୁ ପରାସ୍ତ କରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେ ହେଉଛନ୍ତି ମାରିଆ ବ୍ରାନ୍‌ୟସ୍‌। ତାଙ୍କ ଟୁଇଟର ଆକାଉଣ୍ଟ୍‌ରେ ପରିବାର ସଦସ୍ୟ ଏନେଇ ସୂଚନା ଦେଇଛନ୍ତି। ଏପ୍ରିଲ୍‌ ମାସରେ ତାଙ୍କଠାରେ କରୋନା ସଂକ୍ରମଣର ଲକ୍ଷଣ ପ୍ରକାଶ ପାଇଥିଲା। ଏହାପରେ ତାଙ୍କର ଚିକିତ୍ସା ଆରମ୍ଭ ହୋଇଥିଲା। ମେ ପ୍ରଥମ ସପ୍ତାହରେ ସେ ସୁସ୍ଥ ହୋଇଥିବା ଡାକ୍ତର ସୂଚନା ଦେଇଥିଲେ। ଏହାପରେ ଏବେ ସେ ଘରକୁ ଫେରିଛନ୍ତି। ମାରିଆଙ୍କର ୩ ସନ୍ତାନ ଏବଂ ୧୧ ଜଣ ନାତି ନାତୁଣୀ ଅଛନ୍ତି। ଏହା ପୂର୍ବରୁ ସ୍ପେନ୍‌ର ୧୦୭ ବର୍ଷ ବୟସ୍କା ବୃଦ୍ଧା ଏନା ଡେଲ୍‌ କରୋନାକୁ ହରାଇ ଘରକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri