କରୋନାରୁ ରକ୍ଷା କରିବ ମାଗଣାରେ ମିଳୁଥିବା ଏହି ଔଷଧ: ସୁସ୍ମିତା

ବମ୍ବେ: ସାରା ବିଶ୍ୱ ଏବେ ଘାତକ କରୋନା ଭୂତାଣୁ କବଳରେ। ଦିନକୁ ଦିନ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଭାରତରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ଛଅଶହ ଟପିଲାଣି। ପ୍ରତିଶେଧକ ବ୍ୟବସ୍ଥା ନ ଥିବାରୁ ଆଗାମୀ ଦିନରେ ଏହା ଆହୁରୀ ଅଧିକ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ହେଲେ ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ୍‌ଙ୍କୁ କରୋନା ସଂକ୍ରମଣ ନ ହେବାର ଔଷଧ ମିଳିଯାଇଛି। ଏହାକୁ ଶେୟାର କରି ଲମ୍ବା ପୋଷ୍ଟ ଲେଖିଛନ୍ତି ସେ।

ଦେଶରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଥିବାରୁ ଘରେ ରହୁଛନ୍ତି ସୁସ୍ମିତା। ଏପରିସ୍ଥିତିରେ ନିଜ ଇନ୍‌ଷ୍ଟାଗ୍ରାମରେ କରୋନା ଔଷଧ ଲେଖାଯାଇଥିବା ଏକ ବୋତଲକୁ ଶେୟାର କରି ପ୍ରଶଂସକଙ୍କୁ ପରାମର୍ଶ ଦେଇଛନ୍ତି। ଏଥିରେ ‘ଷ୍ଟେ ହୋମ୍‌’ ଲେଖାଯାଇଛି। ଏପରିକି ଏହା କରୋନା ଲାଗି ଶହେ ପ୍ରତିଶତ କାମ କରୁଥିବା ଏବଂ ମାଗଣାରେ ଉପଲବ୍ଧ ହେଉଥିବା ଔଷଧ ବୋଲି କୁହାଯାଇଛି।

 

View this post on Instagram

 

#important 🙏 while we are home, please don’t self medicate without checking with a doctor. The following information is for you & your families to be aware…do check with your doctors before taking my word for it!!🙏🤗 “Just got this from Cornell: FYI: Information from Vienna’s laboratory studying COVID-19 say vast majority of people who died had ibuprofen in their system so do not take it!! Those who recovered did not take ibuprofen so if you have symptoms, take Paracetamol only!!! Looks like this virus thrives on ibuprofen so don’t do it and tell everyone you can!!! There are a few articles online No Ibuprofens or any NSAIDS (Non steroidal anti inflammatory drugs) #stayhome #avoidselfmedication #checkwithdoctorfirst 👍❤️ I love you guys!!

A post shared by Sushmita Sen (@sushmitasen47) on

ମୋଟାମୋଟି ଭାବେ କହିବାକୁ ଗଲେ ଏହାକୁ ଶେୟାର କରି ସୁସ୍ମିତା ନିଜ ପ୍ରଶଂସକଙ୍କୁ ଘରେ ରହିବାକୁ କହିଛନ୍ତି। ଡାକ୍ତରଙ୍କୁ ନପଚାରି କୌଣସି ଔଷଧ ସେବନ କରିବାକୁ ସେ ବାରଣ ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri