କରୋନାକୁ ହରାଇବା ପାଇଁ ସମସ୍ତେ ମାସ୍କ ପିନ୍ଧିବାକୁ ଆହ୍ବାନ ଦେଲେ ଡିଜିପି

କଟକ ଅଫିସ,୨୮ା୫: କରୋନାକୁ ହରାଇବା ପାଇଁ ସମସ୍ତେ ମାସ୍କ ପିନ୍ଧନ୍ତୁ ବୋଲି ଗୁରୁବାର ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଟୁଇଟ୍‌ରେ ସେ ପ୍ରକାଶ କରିଛନ୍ତି ଯେ, ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ପାଇଁ ଓଡ଼ିଶା ପୋଲିସ ରାଜ୍ୟବ୍ୟାପୀ ସଚେତନତା କାର୍ଯ୍ୟକ୍ରମ କରୁଛି। ମାସ୍କ ପିନ୍ଧିଲେ ଆମେ ମିଳିତ ଭାବେ କରୋନାକୁ ପରାସ୍ତ କରିପାରିବା। ଘରୁ ବାହାରିବା ମାତ୍ରେ ମାସ୍କ ପିନ୍ଧିବାକୁ ଡିଜିପି ଅଭୟ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri