କରୋନାର ପ୍ରଭାବରେ ଅର୍ଥବ୍ୟବସ୍ଥା ଟଳମଳ: ଭାରତର ଅଭିବୃଦ୍ଧି ହାରକୁ କମାଇଲା ମୁଡିଜ୍‌

ନୂଆଦିଲ୍ଲୀ,୧୭।୨: ପୃଥିବୀର ଦ୍ୱିତୀୟ ବୃହତମ ଅର୍ଥ ବ୍ୟବସ୍ଥା ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଅନ୍ତର୍ଜାତୀୟ ବଜାର ବେଶ୍‌ ପ୍ରଭାବିତ ହୋଇଛି। କରୋନା ଯୋଗୁ ଆମଦାନୀ ରପ୍ତାନୀ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଛି। ଫଳରେ ବିଶ୍ୱ ଅର୍ଥବ୍ୟବସ୍ଥା ଟଳମଳ ହେବାରେ ଲାଗିଛି। ଏହାର ପ୍ରଭାବ ଭାରତୀୟ ଅର୍ଥବ୍ୟବସ୍ଥା ଉପରେ ମଧ୍ୟ ପଡ଼ିଛି। ୨୦୨୦ରେ ଆକଳନ କରାଯାଇଥିବା ଭାରତର ଅଭିବୃଦ୍ଧି ହାର ହ୍ରାସ ପାଇଛି। ପୂର୍ବରୁ ଏହାକୁ ୬.୬ ପ୍ରତିଶତ ଭାବେ ଆକଳନ କରାଯାଇଥିଲା। ତେବେ ରେଟିଂ ଏଜେନ୍ସି ମୁଡିଜ୍‌୍‌ ପକ୍ଷରୁ ଏହାକୁ ୫.୪ ପ୍ରତିଶତ କରି ଦିଆଯାଇଛି। ସେହିପରି ୨୦୨୧ ପାଇଁ ଆକଳନ କରାଯାଇଥିବା ଅଭିବୃଦ୍ଧି ହାରକୁ ମୁଡିଜ୍‌ ପକ୍ଷରୁ ୬.୭ ପ୍ରତିଶତରୁ ୫.୮ ପ୍ରତିଶତକୁ ହ୍ରାସ କରାଯାଇଛି। ସେହିପରି ଚାଇନାର ଧାର୍ଯ୍ୟ ଅଭିବୃଦ୍ଧି ହାରକୁ ମଧ୍ୟ ମୁଡିଜ୍‌ କମାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri