କରୋନାରୁ ଦୂରେଇ ରଖିବାକୁ ନବଜାତକଙ୍କ ପାଇଁ ରକ୍ଷାକବଚ ତିଆରି କଲା ଥାଇଲାଣ୍ଡ ହସ୍ପିଟାଲ

ବ୍ୟାଂକକ,୧୧।୪: ସାରା ବିଶ୍ୱରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫ ଲକ୍ଷ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ଲକ୍ଷେ ଟପି ଗଲାଣି। ଏହାକୁ ଦେଖି ଏବେ ସମସ୍ତେ ବେଶ୍‌ ସଚେତନ ହୋଇଯାଇଛନ୍ତି। ତେବେ ଥାଇଲାଣ୍ଡର କିଛି ହସ୍ପିଟାଲରେ ନବଜାତକଙ୍କୁ ଏହି ମହାମାରୀଠାରୁ ଦୂରେଇ ରଖିବାକୁ ବିଶେଷ ପଦକ୍ଷେପ ନିଆଯାଇଥିବା ଦେଖାଯାଇଛି। ଦକ୍ଷିଣ ବ୍ୟାଂକକ୍‌ର ସମୁକ ପ୍ରକନ ଅଞ୍ଚଳରେ ଥିବା ହସ୍ପିଟାଲରେ ଯେଉଁ ଶିଶୁ ଜନ୍ମ ନେଉଛନ୍ତି ସେମାନଙ୍କୁ କରୋନା ଭାଇରସଠାରୁ ଦୂରେଇ ରଖିବାକୁ ଏକ ମିନି ଫେସ ସିଲଡ ବା ମୁହଁ ଘୋଡାଇବା ଭଳି ଏକ ଆଧୁନିକ ମାସ୍କ ବୋଲି କୁହାଯାଇପାରେ ତାକୁ ହିଁ ବ୍ୟବହାର କରୁଛନ୍ତି। ସୂଚନାଯୋଗ୍ୟ, ଥାଇଲାଣ୍ଡରେ ଏବେ ୨ ହଜାର ଲୋକ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣଙ୍କ ମୃତ୍ୟୁ ହୋଇଛି। ଏହି ସମୟରେ ନବଜାତକଙ୍କୁ ବିଶେଷ ଭାବେ ସୁରକ୍ଷା ଦେବାକୁ ହସ୍ପିଟାଲ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜା ଯୁଦ୍ଧରେ ଲାଗିବ ବ୍ରେକ୍‌!

ଜେରୁଜେଲମ୍‌,୨୯ା୪: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ବୋଲି ହ୍ବାଇଟ୍‌ ହାଉସ୍‌ କହିଛି।...

ବଢ଼ିବ ଝିଅମାନଙ୍କ ବିବାହ ବୟସ

ଇସଲାମାବାଦ,୨୯ା୪: ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ବଢ଼ିବ। ଏନେଇ ପାକିସ୍ତାନର ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ ପ୍ରସ୍ତାବ ଦେଇଛି। ପାକିସ୍ତାନରେ ଝିଅମାନେ ଖୁବ୍‌ କମ୍‌ ବୟସରେ...

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

ସମଲିଙ୍ଗି ସମ୍ପର୍କ ରଖିବା ହେବ ଅପରାଧ, ହୋଇପାରେ ୧୫ ବର୍ଷ ଜେଲ, ପ୍ରତିକ୍ରିୟା ରଖିଲା ଆମେରିକା

ଓ୍ବାଶିଂଟନ,୨୮।୪: ସମଲିଙ୍ଗୀ ସମ୍ପର୍କ ସମ୍ପର୍କରେ ଏକ ଆଇନ ଶନିବାର ଇରାକ ସଂସଦରେ ପାରିତ ହୋଇଛି। ଇରାକର ସଂସଦ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବୋଲି କହିଛି। ଏଥି...

ଭାରତ ଯାତ୍ରା ସ୍ଥଗିତ ରଖି କାହିଁକି ଚାଇନା ପହଞ୍ଚିଲେ ମସ୍କ

ସାଂଘାଇ,୨୮।୪: ଟେସଲା ସିଇଓ ଏଲୋନ ମସ୍କ ରବିବାର ଦିନ ହଠାତ୍‌ ଚାଇନା ଗସ୍ତ କରିଛନ୍ତି। ବୈଦ୍ୟୁତିକ ଯାନ ମାମଲାରେ ଚାଇନା ଦ୍ୱିତୀୟ ବୃହତ୍ତମ ବଜାର ।...

ଭାରତ ଆସୁଥିବା ଜାହାଜରେ କ୍ଷେପଣାସ୍ତ୍ର ମାଡ଼

ନୂଆଦିଲ୍ଲୀ,୨୭ା୪: ଲୋହିତ ସାଗର ଦେଇ ରୁଷିଆରୁ ତେଲ ଆଣି ଭାରତ ଆସୁଥିବା ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ୟେମେନ୍‌ର ହୁଟି ଆତଙ୍କବାଦୀ ଏହି...

୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍‌, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri