କରୋନାରୁ ବର୍ତ୍ତିବା ପାଇଁ ବ୍ୟାଙ୍କ କର୍ମଚାରୀ ନେଲେ ଏହି ପଦକ୍ଷେପ, ଭିଡିଓ ଭାଇରାଲ

ସାରା ବିଶ୍ୱରେ ବର୍ତ୍ତମାନ କରୋନା ଭାରଇସ୍‌କୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ପ୍ରତିଦିନ ରୋଗୀଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ଭାରତରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକ କାରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇସାରିଛନ୍ତି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ମାତ୍ର ଅତ୍ୟାବଶ୍ୟକୀୟ ସାମଗ୍ରୀ ଯଥା ରାଶନ ଜିନିଷ, ଫଳ, ପନିପରିବା, ଔଷଧ ଦୋକାନ, ଡାକ୍ତରଖାନା, ବ୍ୟାଙ୍କ ସେବା ଆଦି ଖୋଲାରହିଛି। ଏହି ପରିସ୍ଥିତିରେ ଜଣେ ବ୍ୟାଙ୍କ କର୍ମଚାରୀ କରୋନାରୁ ବର୍ତ୍ତିବା ଲାଗି ଏମିତି ଏକ ପଦକ୍ଷେପ ନେଇଛନ୍ତି, ଯାହା ଦେଖିଲେ ନିଶ୍ଚିତ ପ୍ରଶଂସା କରିବେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହୋଇଛି।
ଭିଡିଓରେ କ୍ୟାସିୟର ଜଣକ ବହୁ ସତର୍କତା ଅବଲମ୍ବନ କରୁଥିବା ଦେଖିବାକୁ ମିଳିଛି। ସେ ଗ୍ରାହକଙ୍କଠାରୁ ସିଧାସଳଖ ରସିଦ୍‌ ନ ନେଇ ଏକ ଟୁଇଜର ଜରିଆରେ ନେଉଛନ୍ତି। ପରେ ଏହି ରସିଦ୍‌କୁ ଏକ ଆଇରନ୍‌ କରୁଛନ୍ତି। ଉକ୍ତ ବ୍ୟାଙ୍କ କର୍ମଚାରୀ ଜଣକ ହାତରେ ଗ୍ଲୋଭ୍‌ସ ବ୍ୟବହାର କରୁଥିବା ଭିଡିଓରେ ଦେଖିବାକୁ ମିଳିଛି।
ଉକ୍ତ ଭିଡିଓଟିକୁ ପଙ୍କଜ ନୈନ୍‌ ନାମକ ଜଣେ ଆଇପିଏସ ଅଧିକାରୀ ତାଙ୍କ ଟୁଇଟର ଆକାଉଣ୍ଟରେ ଶେୟାର କରିବା ସହ ପ୍ରଶଂସା ମଧ୍ୟ କରିଛନ୍ତି। ଭିଡିଓଟି ଏପ୍ରିଲ ୪ରେ ଶେୟାର ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏହାକୁ ୮ ହଜାର ୟୁଜର ଦେଖିସାରିଲେଣି। ଏଥି ସହିତ ବହୁ ୟୁଜର ବ୍ୟାଙ୍କ କର୍ମଚାରୀଙ୍କ ଏଭଳି କାର୍ଯ୍ୟକୁ ଢେର୍‌ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri