କରୋନାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା

ମୁମ୍ବାଇ,୨୪।୩: ଦେଶରେ କରୋନା ପ୍ରକୋପ ଥମିବାର ନାଁ ନେଉନି। ଦିନକୁ ଦିନ ମହାରାଷ୍ଟ୍ରରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ସେଠାରେ କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ୧୦୬ ହୋଇଥିବା ବେଳେ ଏଥିରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ଏନେଇ ମଙ୍ଗଳବାର ମହାରାଷ୍ଟ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ରାଜେଶ ଟୋପେ ସୂଚନା ଦେଇଛନ୍ତି। କରୋନା ସହ ମୁକାବିଲା ପାଇଁ ରାଜ୍ୟ ସରକାର ଆଗକୁ ଆହୁରି ଉଚିତ ପଦକ୍ଷେପ ଗ୍ରହଣ କରିବେ। କରୋନାକୁ ନେଇ ଲୋକଙ୍କୁ ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଯେଉଁମାନଙ୍କର ରିପୋର୍ଟ ନେଗେଟିଭ୍‌ ଆସୁଛି ସେମାନଙ୍କୁ ଖୁବ୍‌ଶୀଘ୍ର ଡିସ୍‌ଚାର୍ଜ କରାଯିବ। ତେବେ ଏହାକୁ ମିଶାଇ ଭାରତରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା ୧୦କୁ ଛୁଇଁଛି। ସେହିପରି ମଙ୍ଗଳବାର ଶ୍ରୀନଗରରେ ଆଉ ୨ଟି ପଜିଟିଭ୍‌ ଘଟଣା ସାମ୍ନାକୁ ଆସିବା ପରେ ଭାରତରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୩୩କୁ ବୃଦ୍ଧି ପାଇଛି। ତେବେ କରୋନା ସଂକ୍ରମଣରେ ୪୪ଜଣ ରୋଗୀ ସୁସ୍ଥ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri