କର୍ତ୍ତବ୍ୟ ଆଗ ବିବାହ ପଛ: ବ୍ୟକ୍ତିଗତ ସ୍ବାର୍ଥକୁ ପଛରେ ପକାଇ ଉଦାହରଣ ସୃଷ୍ଟି କଲେ ସୁନ୍ଦରଗଡ଼ର ୨ ମହିଳା ପୋଲିସ କର୍ମଚାରୀ

ସୁୁନ୍ଦରଗଡ, ୨୧।୪ (ଡି.ଏନ୍‌.ଏ.): ମହାମାରୀ କରୋନା ସହ ଲଢେଇରେ ସବୁଠୁ ବଡ ଯୋଦ୍ଧା ପାଲଟିଛନ୍ତି ଡାକ୍ତର ଏବଂ ପୋଲିସ। ଏହି ଲଢେଇରେ କର୍ତ୍ତବ୍ୟକୁ ଆଗରେ ରଖି ଏମାନେ ଦିନ ରାତିକୁ ଏକ କରିଦେଇଛନ୍ତି। ବ୍ୟକ୍ତିଗତ ସ୍ବାର୍ଥକୁ ପଛରେ ପକେଇ ସାମୂହିକ ସ୍ବାର୍ଥକୁ ଗୁରୁତ୍ୱଦେଇ ନିଜ ବିବାହ ତାରିଖକୁ ଘୁଞ୍ଚାଇବାକୁ ପଛାଉନାହାନ୍ତି ଏହି କରୋନା ଯୋଦ୍ଧା। ସୁନ୍ଦରଗଡ ଜିଲାର ୨ ମହିଳା ପୋଲିସ କର୍ମଚାରୀ ଏହାକୁ ନେଇ ଉଦାହରଣ ସୃଷ୍ଟି କରିଛନ୍ତି।

ସୂଚନାନୁଯାୟୀ, ସୁନ୍ଦରଗଡ ଜିଲା ବୀରମିତ୍ରପୁର ଥାନାରେ କାର୍ଯ୍ୟରତ ମହିଳା କନେଷ୍ଟବଳ(ଓଏପିଏ) ସୁନୀତା ଅଢା ଓ ମହିଳା ହୋମଗାର୍ଡ ତିଳତ୍ତୋମା ମେହେର ନିଜର ଡ୍ୟୁଟି ପାଇଁ ସେମାନଙ୍କର ବିବାହୋତ୍ସବକୁ ଘୁଞ୍ଚାଇ ଦେଇ ଉଦାହରଣ ସୃଷ୍ଟି କରିଛନ୍ତି। ଆସନ୍ତା ୨୫ ତାରିଖରେ ସୁନୀତାଙ୍କ ବିବାହ ତାରିଖ ସ୍ଥିର ହୋଇଥିବା ବେଳେ ତିଳତ୍ତୋମାଙ୍କ ବିବାହ ଗତ ୧୨ ତାରିଖରେ ଅନୁଷ୍ଠିତ ହେବାକୁ ସ୍ଥିର ହୋଇଥିଲା । ହେଲେ କରୋନା ଯୋଗୁ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଥିବା ବେଳେ ଏହି ୨ଜଣ ମହିଳା ପୋଲିସ କର୍ମଚାରୀ କତ୍ତବ୍ୟ ପରାୟଣତାକୁ ପୋଲିସ ମହାନିର୍ଦ୍ଦେଶକ ଅଭୟ ଓ ସୁନ୍ଦରଗଡ ଏସପି ସୈାମ୍ୟା ମିଶ୍ର ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri