କର୍ତ୍ତବ୍ୟରେ ଅବହେଳା: ୨ ଶିକ୍ଷକଙ୍କ ଦରମା ବନ୍ଦ ଲାଗି ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଆକ୍ସନ ମୁଡ୍‌ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରହିଆସୁଛନ୍ତି। କେତେବେଳେ ଅଚାନକ ସ୍କୁଲ ଗସ୍ତ କରିବା ହେଉ ଅଥବା କେବେ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଏହି କ୍ରମରେ ଶନିବାର କର୍ତ୍ତବ୍ୟରେ ଅବହେଳା ଯୋଗୁ ୨ ଶିକ୍ଷକଙ୍କ ଦରମା ବନ୍ଦ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜଗତ୍‌ସିଂହପୁର ଜିଲା ଅଧୀନ ଅରିଲୋ ସ୍କୁଲର ଶ୍ରୀରାମ ପରୁଆ ଓ ନଗରୀ ସ୍କୁଲର ଦୀପାଞ୍ଜଳି ସାମନ୍ତରାୟଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri