Posted inଜାତୀୟ

କର୍ନାଟକ ମନ୍ତ୍ରିମଣ୍ଡଳର ହେଲା ସମ୍ପ୍ରସାରଣ

ବେଙ୍ଗାଲୁରୁ,୨୦।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ମଙ୍ଗଳବାର କରାଯାଇଛି। ଏଥିରେ ୧୭ ଜଣ ମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି। ଜୁଲାଇ ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ୟେଦୁରପ୍ପା ପ୍ରାୟ ୨୪ ଦିନ ପରେ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିଛନ୍ତି। ତେବେ ବିଳମ୍ବରେ ଏହା କରାଯାଇଥିବାରୁ ଏହାକୁ ବିରୋଧି ସମାଲୋଚନା କରିଥିଲା। ରାଜଭବନରେ ରାଜ୍ୟପାଳ ବାଜୁଭାଇ ବାଲାଙ୍କ ଉପସ୍ଥିତିରେ ସମସ୍ତ ୧୭ ଜଣ ସଦସ୍ୟ ମନ୍ତ୍ରୀ ପଦର ଶପଥ ନେଇଛନ୍ତି। ଏବେ ମୁଖ୍ୟମନ୍ତ୍ରୀଙ୍କୁ ନେଇ କର୍ନାଟକ ମନ୍ତ୍ରୀ ମଣ୍ଡଳରେ ୩୪ ଜଣ ସଦସ୍ୟ ହୋଇଥିବା ବେଳ ୨୪ ଦିନ ଧରି କେବଳ ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କୁ ନେଇ ‘ଓ୍ବାନ୍‌ ମ୍ୟାନ୍‌ କ୍ୟାବିନେଟ’ କାମ କରୁଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ତଥା ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ଗ୍ରୀନ୍‌ ସିଗନାଲ ମିଳିବା ପରେ ୟେଦୁରପ୍ପାଙ୍କ କ୍ୟାବିନେଟର ସମ୍ପ୍ରସାରଣ କରାଗଲା।


Enter your email to get our daily news in your inbox.

All Right Reserved By Dharitri.Com

‘ରାହୁଲ ଗାନ୍ଧୀ ନିଜେ ଏକ ବଡ଼ ପରିହାସ’: କଂଗ୍ରେସକୁ ଟାର୍ଗେଟ କଲା DMK,ଦଳ ଉପରେ ଲଗାଇଲା ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୧୬।୬: ଦେଶବ୍ୟାପୀ ଚାଲିଥିବା ରାଜନୈତିକ ଉଷ୍ମତା ମଧ୍ୟରେ, ବିରୋଧୀ ମେଣ୍ଟ (ଇଣ୍ଡିଆ ବ୍ଲକ) ଭିତରେ ଫାଟ ଏବେ ଖୋଲାଖୋଲି ଭାବରେ ଦେଖାଦେଇଛି। ତାମିଲନାଡୁରେ କ୍ଷମତା ହାସଲ କରୁଥିବା…

ପାଉଁଶ ବୋଝେଇ ହାଇୱାକୁ ପିଟିଲା ବାଇକ୍, ଡ଼ାକ୍ତରଖାନା ନେବା ବେଳେ ଅଧାବାଟରେ ମୃତ୍ୟୁ

ଲାଞ୍ଜିଗଡ,୧୬।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଛକ ନିକଟରେ ହାଇୱା ସହିତ ବାଇକ ଧକ୍କା ହୋଇଛି । ଚିକିତ୍ସାଧୀନ…

ଆମେରିକା-ଇରାନ ଶାନ୍ତି ଚୁକ୍ତିରେ ପୁଣି ନୂଆ ପେଞ୍ଚ; ଟ୍ରମ୍ପ ୩୦୦ ବିଲିୟନ ଡଲାର ପ୍ରଦାନ ଦାବିକୁ କହିଲେଣି…

ଓ୍ବାଶିଂଟନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇଛି। ଏହି ଶାନ୍ତି ଚୁକ୍ତିନାମା ଅନୁଯାୟୀ, ଆମେରିକା ଇରାନକୁ ୩୦୦ ବିଲିୟନ ଡଲାର ସହାୟତା…

କ୍ଷଣିକରେ ଖୁସି ପାଲଟିଲା ଦୁଃଖ, ରୋଟାଭେଟରରେ କାଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ

ନୀଳଗିରି,୧୬।୬(ପ୍ରଶାନ୍ତ କୁମାର ବିଶ୍ବାଳ): ରୋଟାଭେଟରରେ କାଟି ହୋଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ନୂଆ ରୋଟାଭେଟର ଆଣି ଖୁସିରେ ଟ୍ରାଏଲ କରିବା ପରେ ବନ୍ଦକରିବାକୁ ଯାଇ…

ହ୍ବାଇଟ ହାଉସରେ ଇତିହାସର ସବୁଠାରୁ ମହଙ୍ଗା UFC ଶୋ; ରାଷ୍ଟ୍ରପତି ଟ୍ରମ୍ପ ଅନନ୍ୟ ଶୈଳୀରେ ପାଳନ କଲେ ୮୦ତମ ଜନ୍ମଦିନ, ଖର୍ଚ୍ଚ ଜାଣିଲେ…

ଓ୍ବାଶିଂଟନ,୧୬।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ୮୦ତମ ଜନ୍ମଦିନକୁ ପ୍ରକୃତରେ ଅନନ୍ୟ ଏବଂ ସ୍ମରଣୀୟ ଢଙ୍ଗରେ ପାଳନ କରିଥିଲେ। ଏହି ବିଶେଷ ଅବସର ପାଇଁ, ହ୍ବାଇଟ…

ବିଏମ୍‌ସିରେ ବଢୁଛି କୁକୁର କାମୁଡ଼ା, ୨ ମାସରେ….

ଭୁବନେଶ୍ୱର,୧୫।୬ (ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ୨୦୩୦ ସୁଦ୍ଧା ଜଳାତଙ୍କ ମୁକ୍ତ କରିବା ପାଇଁ ଜୋରଦାର ଉଦ୍ୟମ ଚାଲିଛି। ଇତିମଧ୍ୟରେ ବିଏମ୍‌ସି ପକ୍ଷରୁ ୭୫ ପ୍ରତିଶତ…

ଏଇ ଭାରତରେ

କେରଳର ଗିରିଜା କୁମାରୀ ମଧୁ ସ୍ନାୟବିକ ସମସ୍ୟା ଓ ମାନସିକ ଅନଗ୍ରସର ପିଲାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରୁଛନ୍ତି। ସେ ରହୁଛନ୍ତି ଆଲପୁଝା ଜିଲା ଥାମାରାକୁଲାମ୍‌ରେ। ଗିରିଜା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ୩୩ତମ ସର୍ବୋଚ୍ଚ ବିଦେଶୀ ସମ୍ମାନ; ସ୍ଲୋଭାକିଆ ରାଷ୍ଟ୍ରପତି ଦେଲେ ‘ଦି ଅର୍ଡର ଅଫ ଦି ହ୍ବାଇଟ ଡବଲ କ୍ରସ’

ବ୍ରାଟିସଲାଭା,୧୬।୬: ପ୍ରଧାନମନ୍ତ୍ରୀ ମୋଦି ବର୍ତ୍ତମାନ ବିଦେଶ ଗସ୍ତରେ ଅଛନ୍ତି। ପୁଣିଥରେ ତାଙ୍କୁ ଏକ ମର୍ଯ୍ୟାଦାଜନକ ବିଦେଶୀ ସମ୍ମାନରେ ସମ୍ମାନିତ କରାଯାଇଛି। ସ୍ଲୋଭାକିଆ ରାଷ୍ଟ୍ରପତି ପିଟର ପେଲେଗ୍ରୀନି ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri