Posted inଜାତୀୟ

କର୍ନାଟକରେ ସରକାର ଗଢିବାକୁ ସଫା ହେଉଛି ଭାଜପାର ରାସ୍ତା

ବେଙ୍ଗାଲୁର,୬।୭: କର୍ନାଟକରେ ଏବେ କୁମାରସ୍ବାମୀ ସରକାର ସଙ୍କଟରେ। ଶନିବାର କଂଗ୍ରେସର ୮ ଓ ଜେଡିଏସ୍‌ର ୩ ବିଧାୟକ ଇସ୍ତଫା ଦେବା ଦେବା ପରେ ଏବେ ମେଣ୍ଟ ସରକାର ଭାଙ୍ଗିବ ବୋଲି ଆଲୋଚନା ହେଉଛି। ସୂଚନା ଅନୁଯାୟୀ, କର୍ନାଟକରେ ମୋଟ ବିଧାନସଭା ଆସନ ସଂଖ୍ୟା ୨୨୪। ସଂଖ୍ୟା ଗରିଷ୍ଠତା ପାଇଁ ଏଠାରେ ୧୧୩ ବିଧାୟକ ଆବଶ୍ୟକ। ଆଉ ଏବେ ଭାଜପା ପାଖରେ ରହିଛନ୍ତି ୧୦୫ ବିଧାୟକ। ଆଉ ଅନ୍ୟପଟେ କଂଗ୍ରେସ ଓ ଜେଡିଏସ୍‌ ବିଧାୟକମାନେ ଇସ୍ତଫା ଦେଉଥିବା ବେଳେ ଏବେ ମେଣ୍ଟ ସରକାର ବିଧାୟକଙ୍କ ସଂଖ୍ୟା ପହଞ୍ଚିଛି ୧୧୪ରେ। ପୁଣି ଭାଜପା ଦାବି କରୁଛି କି ଆଉ ୨ ଜେଡିଏସ୍‌ ବିଧାୟକ ଗୁପ୍ତ ଭାବେ ଇସ୍ତଫା ଦେବେ ବୋଲି କହିଛନ୍ତି। ତେଣୁ କର୍ନାଟକ ମେଣ୍ଟ ସରକାର ଏକ ପ୍ରକାର ଭାଙ୍ଗିବା ପରିସ୍ଥିତିରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଯୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri