Posted inଜାତୀୟ

କର୍ନାଟକରେ ହେବେ କଂଗ୍ରେସ ମୁଖ୍ୟମନ୍ତ୍ରୀ: ଶିବକୁମାର

ବେଙ୍ଗାଲୁରୁ,୨୨।୭: କର୍ନାଟକ ବିଧାନସଭାରେ ସୋମବାର ଏଚ୍‌ ଡି କୁମାରସ୍ବାମୀ ସରକାର ଆସ୍ଥା ଭୋଟର ସାମ୍ନା କରିବେ। ହେଲେ ଏହା ପୂର୍ବରୁ କଂଗ୍ରେସ ନେତା ଡିକେ ଶିବକୁମାର କହିଛନ୍ତି ଜେଡିଏସ୍‌ ସରକାରଙ୍କୁ ବଞ୍ଚାଇବାକୁ ଯାଇ ବହୁ କିଛି ତ୍ୟାଗ କରିପାରିବ। ଏମିତିକି କୁମାରସ୍ବାମୀ କଂଗ୍ରେସର ଜଣେ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପାଇଁ ପ୍ରସ୍ତାବ ମଧ୍ୟ ଦେଇପାରନ୍ତି। ଆସ୍ଥା ଭୋଟ ପୂର୍ବରୁ ଶିବକୁମାରଙ୍କ ଏହି ବୟାନ ଏବେ କର୍ନାଟକ ରାଜନୀତିକୁ ଆହୁରି ସରଗରମ କରିଛି। ଆଲୋଚନା ହେଉଛି କି ସତରେ କ’ଣ କଂଗ୍ରେସ କୁମାରସ୍ବାମୀ ସରକାରଙ୍କୁ ବଞ୍ଚାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କହୁଥିଲେ ଡର ନାହିଁ କି ପଳାୟନ କର ନାହିଁ, ଏବେ ଡରିଯାଇ ଓ୍ବାୟନାଡରୁ ରାଏବରେଲି ଯାଉଛନ୍ତି

ନୂଆଦିଲ୍ଲୀ,୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରାଏବରେଲି ଲୋକ ସଭା ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱକୁ ନେଇ ଟାର୍ଗେଟ...

ଗୋଟିଏ ମ୍ୟାଚ୍‌ରେ ଭାଙ୍ଗିଗଲା ଅନେକ ରେକର୍ଡ

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ପ୍ରବଳ ରନ୍‌ ବର୍ଷା ହୋଇଥିଲା। ଏହି ଗୋଟିଏ ମ୍ୟାଚରେ ଅନେକ ରେକର୍ଡ କରାଯାଇଥିଲା। ଏହି ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ...

ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ଲାଗିଲା ବଡ ଝଟ୍‌କା

ରାଞ୍ଚି,୩।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ହେମନ୍ତ ସୋରେନଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନକୁ...

ରାହୁଲ ରାଏବରେଲିରୁ ପ୍ରାର୍ଥୀ ହେବା ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କ ନାଁ ନ ନେଇ ବର୍ଷିଛନ୍ତି। ରାଏବରେଲିରୁ ରାହୁଲ ଗାନ୍ଧୀଙ୍କ...

‘ମୁଁ ମଉଜ କରିବାକୁ ଜନ୍ମ ହୋଇନାହିଁ’

ନୂଆଦିଲ୍ଲୀ,୩ା୫: ଲୋକ ସଭା ନିର୍ବାଚନ-୨୦୨୪ ପାଇଁ  ୭ ମେ’ରେ ତୃତୀୟ ପର୍ଯ୍ୟାୟରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଜୋର୍‌ଦାର ହୋଇଛି। ଏହି...

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା...

‘ରାଏବରେଲିରୁ ହାରିବେ ରାହୁଲ’

ନୂଆଦିଲ୍ଲୀ,୩।୫: ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ କଂଗ୍ରେସ ଘୋଷଣା କରିଛି। ଶେଷ ମୁହୂର୍ତ୍ତରେ ଦଳ ନିଷ୍ପତ୍ତି ନେଇଛି ଯେ ରାହୁଲ...

ସିପିଆଇ ନେତା ଅତୁଲ କୁମାର ଅଞ୍ଜାନଙ୍କ ପରଲୋକ

ଲକ୍ଷ୍ନୌ,୩।୫: ଦୀର୍ଘ ଦିନ ଧରି କର୍କଟ ରୋଗ ସହ ସଂଗ୍ରାମ ପରେ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ସିପିଆଇ) ର ଜାତୀୟ ସଚିବ ଅତୁଲ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri