ବେଙ୍ଗାଲୁର,୮।୬: କର୍ନାଟକରେ ଆସନ୍ତା ୧୨ ଜୁନ୍ରେ କ୍ୟାବିନେଟ୍ ସମ୍ପ୍ରସାରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଏଚ୍ଡି କୁମାରସ୍ବାମୀ ସୂଚନା ଦେଇଛନ୍ତି। ଏଥିଲାଗି ସେ ୧୨ ତାରିଖରେ ହିଁ ରାଜ୍ୟପାଳଙ୍କୁ ସକାଳ ୧୧ଟା ୩୦ରେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।
ବେଙ୍ଗାଲୁର,୮।୬: କର୍ନାଟକରେ ଆସନ୍ତା ୧୨ ଜୁନ୍ରେ କ୍ୟାବିନେଟ୍ ସମ୍ପ୍ରସାରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଏଚ୍ଡି କୁମାରସ୍ବାମୀ ସୂଚନା ଦେଇଛନ୍ତି। ଏଥିଲାଗି ସେ ୧୨ ତାରିଖରେ ହିଁ ରାଜ୍ୟପାଳଙ୍କୁ ସକାଳ ୧୧ଟା ୩୦ରେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।
ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...
ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍...
ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...
କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...
ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...
ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...
ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...
ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...
