କର୍ମଚାରୀଙ୍କୁ ତାଗିଦା କଲେ ବିଧାୟକ: ପିସିମୁକ୍ତ ବ୍ଲକ ଗଠନ ପାଇଁ ଉଦ୍ୟମ ଆରମ୍ଭ

ହାଟଡିହୀ,୨୨ା୬ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ବିଭିନ୍ନ ବିଭାଗର କର୍ମଚାରୀମାନଙ୍କୁ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ହୁସିଆର ହୋଇ ଠିକ ରୂପେ କାର୍ଯ୍ୟ କରିବାକୁ କହିଛନ୍ତି । ଆୟୋଜିତ ଏକ ବୈଠକରେ ବିଧାୟକ ସରକାରୀ ଯୋଜନାର ସଫଳ ରୂପାୟନ କିପରି ହେବ ସେ ଦିଗରେ ତପତ୍ରତା ପ୍ରକାଶ କରିବା ପାଇଁ ଗୁରୁତ୍ୱାରୋପ କରିଥିଲେ। ଏପରିକି ହାଟଡିହୀ ବ୍ଲକକୁ ସଂପୂର୍ଣ୍ଣ ଭାବେ ପିସି ମୁକ୍ତ କରିବା ପାଇଁ ଆହ୍ବାନ ଦେଇଛନ୍ତି । ଯେଉଁ କର୍ମଚାରୀ ପିସି ନେଉଥିବା ପ୍ରମାଣିତ ହେବ, ତାଙ୍କ ବିରୋଧରେ ଉପଯୁକ୍ତ ପଦକ୍ଷେପ ନିଆଯିବ ବୋଲି ମଧ୍ୟ କହିଛନ୍ତି। ନୂତନ ବିଧାୟକ ଭାବେ ନିର୍ବାଚିତ ହେବା ପରେ ସେଠୀ ପ୍ରଥମେ ଏହି ପିସି କାରବାରକୁ ନେଇ ପ୍ରାଥମିକତା ଓ ଗୁରୁତ୍ୱ ଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ପିସିମୁକ୍ତ ବ୍ଲକ ଗଠନ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri