କର୍ଲାମୁଣ୍ଡା ବ୍ଲକ: ୧୪ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ୫୪୩ ପ୍ରବାସୀ ଓଡିଆ

କର୍ଲାମୁଣ୍ଡା,୨୧ା୫,(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କରୋନା ମୁକାବିଲା ପାଇଁ ୧୪ଟି (ଟିଏମସି) ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ତ୍ତମାନ ସୁଦ୍ଧା ୫୪୩ ଜଣ ପ୍ରବାସୀ ଓଡିଆଙ୍କୁ ରଖାଯାଇଛି। ବ୍ଲକର ମୋଟ୍‌ ୧୨ଟି ପଞ୍ଚାୟତରେ ୧୪ଟି କେନ୍ଦ୍ର ତଥା ରିଞ୍ଜା ପଞ୍ଚାୟତ ୨ଟି କେନ୍ଦ୍ରରେ ୪୭, ସ.ମାଲପଡା ୧ଟି କେନ୍ଦ୍ରରେ ୮, କର୍ଲାମୁଣ୍ଡା ପଞ୍ଚାୟତ ୧ଟି କେନ୍ଦ୍ରରେ ୪୫, ବୋରପଦର ପଞ୍ଚାୟତର ୩ଟି କେନ୍ଦ୍ରରେ ୫୮, ରେଗଡା ପଞ୍ଚାୟତ ୧ଟି କେନ୍ଦ୍ରରେ ୯୯, ସାପଲହରା ପଞ୍ଚାୟତରେ ୧ ଟି କେନ୍ଦ୍ରରେ ୨୭, ଯୋରାଡବ୍ରା ୧ଟି କେନ୍ଦ୍ରରେ ୬୧, ରିଷିଡା ୧ଟି କେନ୍ଦ୍ରରେ ୪୦, ତେରେସିଂହା ପଞ୍ଚାୟତ ଥିବା କେନ୍ଦ୍ରରେ ୪୪, ଗଜବାହାଲ ପଞ୍ଚାୟତରେ ଗୋଟିଏ କେନ୍ଦ୍ରରେ ୭୮ ଓ ପୌରକେଲା ପଞ୍ଚାୟତ ୧ଟି କେନ୍ଦ୍ରରେ ୩୬ ଜଣ ପ୍ରବାସୀ ଓଡିଆଙ୍କୁ ଥଇଥାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri