କଲଭର୍ଟ ଗାର୍ଡ଼ୱାଲ ମରାମତି ଦାବି

ଖଣ୍ଡପଡ଼ା,୧୪ା୮(ସ୍ବ.ପ୍ର.):ଖଣ୍ଡପଡ଼ା-ବାହାଡ଼ା ରାସ୍ତା ପୂର୍ତ୍ତ ବିଭାଗ ବଙ୍ଗଳା ନିକଟସ୍ଥ ରାସ୍ତାରେ ଥିବା ଏକ କଲଭର୍ଟ ଗାର୍ଡୱାଲ ଭାଙ୍ଗି ତଳେ ଖସିପଡିଛି ା କିଛିଦିନ ତଳେ ଏକ ବାଲି ବୋଝେଇ ହାଇୱାଗାଡ଼ିି ଏହି ସ୍ଥାନରେ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁ ଗାର୍ଡୱାଲଟି ଭାଙ୍ଗିଯାଇଥିଲା ା ତେଣୁ ଏହି ରାସ୍ତାଟି ଯାତାୟାତକାରୀଙ୍କ ପାଇଁ ବିପଦସଙ୍କୁଳ ପାଲଟିଛି ା ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟିଦେଇ ତୁରନ୍ତ କଲଭର୍ଟ ଗାର୍ଡୱାଲ ମରାମତି କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri