କଲଭର୍ଟ ତଳକୁ ଖସିଲା ବାଇକ୍‌: ୨ କଲେଜ ଛାତ୍ର ମୃତ, ଜଣେ ଆହତ

ସୁନ୍ଦରଗଡ଼,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ଅଲେଇକେରା ନିକଟରେ ଶନିବାର ଭାରସାମ୍ୟ ହରାଇ ଏକ ବାଇକ୍‌ କଲଭର୍ଟ ତଳକୁ ଖସି ପଡ଼ିଛି। ଦୁର୍ଘଟଣାରେ ୨ଜଣ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକମାନେ ହେଲେ କିଞ୍ଜିରକେଲା ଥାନା ବାଙ୍କିବାହାଲ ଗ୍ରାମର ଦୀପକ ମାଝୀ(୨୩), ଶଶିରାମ ରୋହିଦାସ(୨୨)। ସେହିଭଳି ଆହତ ଛାତ୍ର ବିଦେଶୀ ପ୍ରଧାନ(୨୦)ଙ୍କୁ ଉଦ୍ଧାର କରାଯାଇ ସୁନ୍ଦରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ସହକାରୀ ଶିକ୍ଷକରୁ ପ୍ରଧାନଶିକ୍ଷକ ଭାବେ ବଦଳି ହେଲେ ପଦ୍ମନ ଶବର, ଭାବବିହ୍ବଳ ହୋଇ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ପଦ୍ମନ ଶବରଙ୍କୁ ବୁଧବାର ବିଦ୍ୟାଳୟ ପକ୍ଷରୁ ବଦଳିକାଳୀନ…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଘରୁ ସ୍ବାମୀଙ୍କୁ ଉଠାଇନେଇ ପୋଲିସ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମର ସେ.କୁରେଶୁ ରେଡ୍ଡୀଙ୍କ ଝିଅ କେ. ଭାରତୀ ରେଡ୍ଡୀ ସାନଖେମୁଣ୍ଡି ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri