କଲଭର୍ଟ ଦବିଲା, ଯାତାୟାତ ବାଧାପ୍ରାପ୍ତ

ଖଜୁରିପଡ଼ା,୨୦ା୧୧(ଡି.ଏନ.ଏ.)- ଖଜୁରିପଡା ବ୍ଲକ ବଲସକୁମ୍ପା ଗ୍ରାମପଞ୍ଚାୟତ ଅଧୀନରେ ଥିବା ଖଲିଗୁଡ୍ରି ଗ୍ରାମକୁ ବଲସକୁମ୍ପାଠାରୁ ଟୁକୁଲପଡ଼ା ପର୍ଯ୍ୟନ୍ତ ଯାଇଥିବା ପ୍ରଧାନମନ୍ତ୍ରୀ ସଡ଼କରେ ବିଭିନ୍ନ କାର୍ଯ୍ୟରେ ପଞ୍ଚାୟତ କିମ୍ବା ସଦର ମହକୁମା ଫୁଲବାଣୀର ଛନ୍ଦୁରୁପଦର, ଟୁକୁଲୁପଡ଼ା, ଝଗଡ଼ପଟା, ଗାରଡ଼ାପାଜୁ ଆଦି ଗ୍ରାମର ଲୋକମାନେ ଯାତାୟାତ କରିଥାନ୍ତି। ଏହି ପରିପ୍ରେକ୍ଷୀରେ ଏହି ରାସ୍ତାର ମଧ୍ୟଭାଗରେ ଖଲିଗୁଡ୍ରି ଗ୍ରାମର ଅଙ୍ଗନୱାଡ଼ି ସମ୍ମୁଖରେ ଥିବା ବହୁ ପୁରାତନ କଲଭର୍ଟ ଦବିଯାଇଛି ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଯାତାୟାତରେ ଅସୁବିଧା ହେଉଛି। ଅଙ୍ଗନୱାଡ଼ି ଆସୁଥିବା ଶିଶୁମାନଙ୍କ ପାଇଁ ମଧ୍ୟ ବିପଦ ବଢିଛି। କଲଭର୍ଟ ମରାମତି ପାଇଁ ସ୍ଥାନୀୟ ମହାବୀର ଯୁବକ ସଂଘ ଓ ମା’ ଇଷ୍ଟଦେବୀ ଯୁବକ ସଂଘ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?