କଲାମଙ୍କ ବାୟୋପିକର ପ୍ରଥମ ପୋଷ୍ଟର ରିଲିଜ୍‌

ନୂଆଦିଲ୍ଲୀ,୯।୨: ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ କଲାମଙ୍କ ବାୟୋପିକର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି। କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡକରଙ୍କ ଦ୍ୱାରା ରବିବାର ଫାଷ୍ଟ ଲୁକ୍‌ର ପୋଷ୍ଟର ରିଲିଜ୍‌ କରାଯାଇଛି। କଲାମଙ୍କ ଜୀବନିକୁ ନେଇ ନିର୍ମାଣ କରାଯାଇଥିବା ଏହି ଫିଲ୍ମରେ ଜଣେ ଉତ୍ସର୍ଗୀକୃତ ବ୍ୟକ୍ତି କିପରି ଶୀର୍ଷରେ ପହଞ୍ଚିପାରେ ତାହାକୁ ସ୍ଥାନିତ କରାଯାଇଛି। ଗଜଦିଶ ଦାନେତି, ସୁଭର୍ଣ୍ଣା ପପୁ ଓ ଜନ୍‌ ମାର୍ଟିନଙ୍କ ଦ୍ୱାରା ପ୍ରଯୋଜିତ ଏହି ଫିଲ୍ମ ଚଳିତ ବର୍ଷ ଶେଷ ସୁଦ୍ଧା ପରଦାକୁ ଆସିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri