ରାଉରକେଲା,୨୮।୬: ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ କଲୁଙ୍ଗା ଲ୍ୟାମ୍ପରୁ ଶୁକ୍ରବାର ଲୁଟ୍ ହୋଇଛି। ସକାଳ ସାଢ଼େ ୧୦ଟା ବେଳେ ଲ୍ୟାମ୍ପ ଖୋଲିବା ସମୟରେ ଅଜଣା ଦୁର୍ବୃତ୍ତ ପଶି ବନ୍ଧୁକ ମୁନରେ ୩ଲକ୍ଷ ୯୭ହଜାର ଲୁଟି ନେଇଛନ୍ତି। ଏ ନେଇ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଜାରି ରଖିଛି।
ରାଉରକେଲା,୨୮।୬: ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ କଲୁଙ୍ଗା ଲ୍ୟାମ୍ପରୁ ଶୁକ୍ରବାର ଲୁଟ୍ ହୋଇଛି। ସକାଳ ସାଢ଼େ ୧୦ଟା ବେଳେ ଲ୍ୟାମ୍ପ ଖୋଲିବା ସମୟରେ ଅଜଣା ଦୁର୍ବୃତ୍ତ ପଶି ବନ୍ଧୁକ ମୁନରେ ୩ଲକ୍ଷ ୯୭ହଜାର ଲୁଟି ନେଇଛନ୍ତି। ଏ ନେଇ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଜାରି ରଖିଛି।
କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…
ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…
ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…
ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…
ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…
ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…