କଲେଜ ଛାତ୍ରଙ୍କୁ ମାଡ ଅଭିଯୋଗ, ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ରାସ୍ତା ଅବରୋଧ

ଗଞ୍ଜାମ, ୧୦।୨(ଡି.ଏନ.ଏ.): ବାଲି ମାଫିଆ ଖଣ୍ଡଦେଉଳି କଲେଜର ଯୁକ୍ତ ତିନି ଛାତ୍ରଙ୍କୁ ମାଡ ମାରିଥିବା ନେଇ ଶନିବାର ରମ୍ଭା ଥାନାରେ ଅଭିଯୋଗ ହୋଇଥିଲା l ଏହି ମାମଲାରେ ପୋଲିସ ସନ୍ତୋଷ ରେଡୀଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି l ବର୍ତ୍ତମାନ ସେମାନେ ସୁରକ୍ଷା ଦାବିରେ ଖଣ୍ଡଦେଉଳି ସହିଦ ଭଗତ ସିଂ ଓ ଡିଗ୍ରୀ କଲେଜର ଶତାଧିକ ଛାତ୍ରୀଛାତ୍ର ହୁମା-ପୁରୁଷୋତ୍ତମପୁର ରାସ୍ତା ଅବରୋଧ କରିଥିଲେ l ପ୍ରାୟ ତିନି ଘଣ୍ଟା ପର୍ଯ୍ୟନ୍ତ ଉଭୟ ପାଶ୍ୱର୍ର୍ରେ ବହୁ ଗାଡ଼ି ମୋଟର ଅଟକି ରହିଥିଲା। ରମ୍ଭା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri