କଲେଜ ଛାତ୍ରୀଙ୍କ ଗଳିତ ଶବ ମିଳିବା ଘଟଣା : ପୋଲିସର ନିଷ୍କ୍ରିୟତା ନେଇ ରାସ୍ତା ଅବରୋଧ

ବସ୍ତା,୧୦ା୬(ସ୍ବ.ପ୍ର.) : ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଜାମୁଶୁଳି କଲେଜ ଛାତ୍ରୀ ଲୋପାମୁଦ୍ରା ମହାନ୍ତି ୪ ମାସ ଧରି ନିଖୋଜ ହେବା ପରେ ଗଳିତ ଶବ ବିରିପଦାରୁ ମିଳିଛି। ମୃତ ଲୋପାଙ୍କ ମାତାପିତା ମୃତଦେହ ପାଖରୁ ମିଳିଥିବା ପୋଷାକପତ୍ର ଚିହ୍ନଟ ପରେ ମଧ୍ୟ ପୋଲିସର ନିଷ୍କ୍ରିୟତା ପାଇଁ କଲେଜ ସମ୍ମୁଖରେ ବସ୍ତା ବାଲିଆପାଳ ମୁଖ୍ୟରାସ୍ତା ଅବରୋଧ କରିଛନ୍ତି ଛାତ୍ରୀଛାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri