କଲେଜ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ :ଜେଲ ଗଲେ ଅଭିଯୁକ୍ତ ବଙ୍ଗୀୟ ରଙ୍ଗ ମିସ୍ତ୍ରି

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ): କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୁକ୍ତ ରଙ୍ଗ ମିସ୍ତ୍ରିଙ୍କୁ ପୋଲିସ ଗିରଫ କର ସୋମବାର କୋର୍ଟଚାଲାଣ କରିଛି। ସେ ହେଲେ ପଶ୍ଚିମବଙ୍ଗର ଅଜୟ ବାଗ। ଜାମିନ ଆବେଦନ ଖାରଜ ହେବାରୁ ଅଜୟଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ସୂଚନା ମୁତାବକ, ଛାତ୍ରୀ ଜଣକ ପରିବାର ସହ ରୁହନ୍ତି। ଏହି ଥାନା ନିକଟରେ ଥିବା ଏକ ବ୍ୟାଙ୍କରେ ଅଭିଯୁକ୍ତ କିଛିଦିନ ଧରି ମରାମତି ଓ ରଙ୍ଗ କାମ କରୁଥିଲେ। ଛାତ୍ରୀ ଜଣକ ନିକଟ ରାସ୍ତା ଦେଇ ଯିବାଆସିବା କରିବା ସମୟରେ ଅଭିଯୁକ୍ତ ତାଙ୍କୁ ପିଛା କରୁଥିଲେ। ରବିବାର ରାତିରେ ଛାତ୍ରୀ ଜଣକ ତାଙ୍କ ଘର ସମ୍ମୁଖରେ ଥିବା ଗାଧୁଆ ଘରୁ ଫେରୁଥିବାବେଳେ ଅଜୟ ହଠାତ ତାଙ୍କୁ ଜାବୁଡ଼ି ଧରି ବଳାକତ୍ାର ଉଦ୍ୟମ କରିଥିଲେ। ଛାତ୍ରୀଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ସେଠାରେ ପହଞ୍ଚତ୍ ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଇଥିଲେ। ପୋଲିସ ଏକ ମାମଲା ରୁଜୁ କରି ଅଜୟଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri