କଲେଜ ପାଚେରି କାର୍ଯ୍ୟ ନିମ୍ନମାନର ଅଭିଯୋଗ: କାମ ବନ୍ଦକଲେ ସଚେତନ ନାଗରିକ

ଜମନକିରା,୮।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମା ଯୁକ୍ତ ୩ ମହାବିଦ୍ୟାଳୟରେ ନିର୍ମାଣାଧୀନ ପାଚେରି କାମ ନିମ୍ନମାନର ଅଭିଯୋଗ କରି ଜମନକିରା ସଚେତନ ନାଗରିକ ପକ୍ଷରୁ କାମ ବନ୍ଦ କରିଦିଆଯାଇଛି।
ପ୍ରାପ୍ତ ସୂଚନାନୁଯାୟୀ, ଯୁକ୍ତ ୩ ମହାବିଦ୍ୟାଳୟରେ ନୂତନ ଭାବେ ଏକ ପାଚେରି କାମ ଆରମ୍ଭ ହୋଇଛି। ଉକ୍ତ କାମରେ ଲଗାଯାଉଥିବା ବାଲି ଅତି ନିମ୍ନମାନର ଅଭିଯୋଗ ହେଉଛି। ଗୋଡ଼ି, ବାଲି ଓ ସିମେଣ୍ଟ ମିଶ୍ରଣ ଭାଗମାପ ଠିକ ନ ଥିବାରୁ ଏହାର ସ୍ଥାୟିତ୍ୱ ନେଇ ଲୋକେ ପ୍ରଶ୍ନ କରିଛନ୍ତି। ଏ ସଂକ୍ରାନ୍ତରେ ଯୁକ୍ତ ୨ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.କୃପାସିନ୍ଧୁ ନାଥଙ୍କୁ ପଚାରିବାରୁ ସେମିତି କିଛି କାମ ହେଉ ନ ଥିବା କହିଥିବା ବେଳେ ଯୁକ୍ତ ୩ ମହାବିଦ୍ୟାଳୟର ଅଧ୍ୟକ୍ଷ ଅରୁଣ କୁମାର ପଟେଲଙ୍କୁ ଯୋଗାଯୋଗ କରିବାରୁ କଲେଜ କର୍ମଚାରୀ ଉକ୍ତ କାମକୁ ଦେଖାଶୁଣା କରୁଥିବା କଥା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri