କଲେଜ ବସ ଧକ୍କାରେ ଯୁବକଙ୍କ ଜୀବନଗଲା

କୋରାପୁଟ,୧।୮(ସ୍ବ.ପ୍ର.) : କୋରାପୁଟ – ଜୟପୁର ରାସ୍ତାର ଆଇଆରବି ବାଟାଲିୟନ ନିକଟରେ ଗୁରୁବାର ମଧ୍ୟାହ୍ନରେ ଏକ ବସ ଜଣେ ଯୁବକଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ପ୍ରକାଶ ଯେ, କୋରାପୁଟ ବ୍ଲକ ଦେଓଘାଟି ଗ୍ରାମର ମନୋଜ ମହାନନ୍ଦିଆ(୪୦) ବାଇକରେ ଯାଉଥିବା ସମୟରେ ଜୟପୁର ହାଇଟେକ୍‌ କଲେଜ ବସ୍‌ ପଛରୁ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାର ପ୍ରତିବାଦରେ ୨୬ନଂ ଜାତୀୟ ରାଜପଥ ଅବରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା…

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri