କଲେଜରେ ପିତା ଜୁନିୟର୍‌, ଝିଅ ସିନିୟର୍‌

ସାଧାରଣତଃ ପିଲାମାନଙ୍କୁ କଲେଜରେ ପାଠ ପଢାଇବାର ସ୍ବପ୍ନ ଦେଖିଥାନ୍ତି ପିତା। କିନ୍ତୁ ପିଲାମାନେ ଯଦି ନିଜ ଅଭିଭାବକଙ୍କୁ ପଢିବା ପାଇଁ ପ୍ରେରଣା ଯୋଗାଇଥାନ୍ତି ତେବେ ତାହା ନିଶ୍ଚିତ ଭାବେ ସମାଜ ପାଇଁ ଏକ ଉଦାହରଣ। ସେମିତି ଏକ ଉଦାହରଣ ଦେଖିବାକୁ ମିଳିଛି ମୁମ୍ବାଇରେ। ଏଠାରେ ଗୋଟିଏ ପରିବାରର ବାପ-ଝିଅ ଏକାଠି କଲେଜରେ ପାଠ ପଢୁଛନ୍ତି। ସବୁଠୁ ରୋଚକ କଥା ହେଉଛି, କଲେଜରେ ପିତା ଜୁନିଅର୍‌ ଆଉ ଝିଅ ସିନିୟର୍‌। ଦୁହେଁ ଲ’ କଲେଜରେ ପାଠ ପଢୁଛନ୍ତି। ମୋ ପିତା ଏକ ଫାର୍ମ ହାଉସରେ କାମ କରନ୍ତି। ତାଙ୍କ ଆଇନ୍‌ ପାଠ ବିଷୟରେ ଜାଣିବାକୁ ବହୁତ ଇଚ୍ଛା। ପିଲାବେଳେ ସେ ଅର୍ଥାଭାବରୁ ବେଶୀ ପାଠ ପଢିପାରି ନ ଥିଲେ। କିନ୍ତୁ ତାଙ୍କ ପାଠ ପଢିବା ପ୍ରତି ଆଗ୍ରହ ଦେଖି କଲେଜରେ ନାଁ ଲେଖାଇବାକୁ ତାଙ୍କୁ କହିଥିଲି। ଆଉ ସେ ଏଥିରେ ତୁରନ୍ତ ରାଜି ହୋଇଯାଇଥିଲେ ବୋଲି କହିନ୍ତି ଝିଅ। ଗୋଟିଏ କ୍ଲାସ୍‌ରେ ବାପ-ଝିଅଙ୍କୁ ଏକାଠି ଦେଖି ଅଧ୍ୟାପକମାନେ ମଧ୍ୟ ଖୁସି ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ଶେୟାର ବଜାରକୁ ପସନ୍ଦ ଆସିଲାନି ବଜେଟ୍, ନିବେଶକଙ୍କ ୧୧ ଲକ୍ଷ କୋଟି ଟଙ୍କା ବୁଡ଼ିଲା

ମୁମ୍ବାଇ,୧।୨: ବଜେଟ୍ ଉପସ୍ଥାପନା ପରେ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବଜେଟକୁ ନେଇ ନିବେଶକଙ୍କ ମଧ୍ୟରେ ହତାଶା ଏବଂ କେତେକ ଟିକସ ନିୟମରେ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri